ବରଗଡ଼ ଅରୁନ୍ଧତୀ ଜୁଏଲର୍ସର ୪ର୍ଥ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୫।୫: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ବରଗଡ଼ସ୍ଥିତ ବରଗଡ଼ ଅରୁନ୍ଧତୀ ଜୁଏଲର୍ସର ୪ର୍ଥ ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଅରୁନ୍ଧତୀର ଏହି ସଫଳ ଯାତ୍ରାରେ ସାଥ୍‌ ଦେଇଥିବା ସମସ୍ତ ଗ୍ରାହକବନ୍ଧୁ ଓ ଶୁଭେଚ୍ଛୁମାନଙ୍କ ସ୍ନେହ, ଶ୍ରଦ୍ଧା, ଭଲପାଇବା ଏବଂ ଅରୁନ୍ଧତୀ ଉପରେ ଥିବା ଅତୁଟ ବିଶ୍ୱାସ ଆଜି ଅରୁନ୍ଧତୀକୁ ରାଜ୍ୟର ସର୍ବବୃହତ୍‌ ଓ ସର୍ବଶ୍ରେଷ୍ଠ ଜୁଏଲେରି ବ୍ରାଣ୍ଡ୍‌ ଭାବେ ପ୍ରତିଷ୍ଠିତ କରାଇପାରିଛି। ସେଥିପାଇଁ ସମସ୍ତ ଗ୍ରାହକବନ୍ଧୁଙ୍କୁ ଅରୁନ୍ଧତୀ ପରିବାର ପକ୍ଷରୁ କୃତଜ୍ଞତା ଜଣାଉଛି। ଅପରପକ୍ଷରେ ପ୍ରତିଷ୍ଠାନର ପ୍ରଥମ ବାର୍ଷିକ ଉସତ୍ବକୁ ସ୍ମରଣୀୟ କରିବା ପାଇଁ ଅନୁଷ୍ଠାନର ସର୍ବୋତ୍ତମ ଡିଜାଇନ୍‌ର ସମ୍ପୂର୍ଣ୍ଣ ଏଚ୍‌ୟୁଆଇଡି ହଲ୍‌ମାର୍କ ଶୁଦ୍ଧତାଯୁକ୍ତ ସୁନାଗହଣା, ହୀରାଗହଣା ଓ ରୁପା ଗହଣା ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଛି। ଏପରିକି ସୁନାଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୦% ରିହାତି (୨% ଅତିରିକ୍ତ ରିହାତି କର୍ପୋରେଟ ଓ ସରକାରୀ କର୍ମଚାରୀଙ୍କ ପାଇଁ) ରହିଛି। ସେହିଭଳି ପୁରୁଣା ଗହଣା ଉପରେ ୫୦୦ ଟଙ୍କାର ଅତିରିକ୍ତ ଏକ୍ସଚେଞ୍ଜ ବୋନସ ତଥା ପ୍ରତ୍ୟେକ କ୍ରୟ ଉପରେ ମାଗଣା ଆକର୍ଷଣୀୟ ଉପହାର ମଧ୍ୟ ଦିଆଯାଉଛି। ବିଶେଷକରି ଅନୁଷ୍ଠାନର ୫ଷ୍ଟାର ପ୍ରୋମିଜ୍‌ସ ଜରିଆରେ ମାଗଣା ଅଳଙ୍କାର ବୀମା ଓ ଆଜୀବନ ଗହଣାର ମରାମତିର ସୁବିଧା ଗ୍ରାହକମାନଙ୍କ ପାଇଁ ରଖାଯାଇଛି। ଏହି ବିଶେଷ ମୁହୂର୍ତ୍ତକୁ ଅବିସ୍ମରଣୀୟ କରିବା ପାଇଁ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ସମସ୍ତ ଗ୍ରାହକବନ୍ଧୁଙ୍କୁ ସାଦର ନିମନ୍ତ୍ରଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri