ସିଜିୟୁର ୪ର୍ଥ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୩।୩: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି(ସିଜିୟୁ)ର ୪ର୍ଥ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସୁଧୀନ୍ଦ୍ର ନାଥ ପଣ୍ଡାଙ୍କ ମୁଖ୍ୟ ଅଭିବାଦନ ସହ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଞ୍ଜୀବ କୁମାର ରାଉତଙ୍କ ବକ୍ତବ୍ୟ ଶ୍ରୋତାମଣ୍ଡଳୀଙ୍କୁ ଏକ ନୂତନ ଦିଗ୍‌ଦର୍ଶନ ପ୍ରଦାନ କରିଥିଲା l ରାଉତ ଉତ୍ସାହର ସହିତ ବିଶ୍ୱବିଦ୍ୟାଳୟର ଭବିଷ୍ୟତ ପାଇଁ ନିଜର ଦୃଷ୍ଟିକୋଣ ଓ ଏହାର ଗତିପଥ ଗଠନ ପାଇଁ ନିଆଯାଇଥିବା ପ୍ରମୁଖ ପଦକ୍ଷେପଗୁଡିକୁ ଦର୍ଶାଇଥିଲେ l
ସେହିଭଳି ସିଜିୟୁ କ୍ୟାମ୍ପସ ମଧ୍ୟରେ ଏକ ଷ୍ଟାର୍ଟଅପ୍‌ ଇକୋସିଷ୍ଟମ କରିବା ପାଇଁ ରାଉତଙ୍କର ଅଦମ୍ୟ ପ୍ରତିବଦ୍ଧତା ପ୍ରକାଶିତ ହୋଇଥିଲା l ରାଉତ ୨୬ଟି ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ଏବଂ ଦୁଇଟି ବ୍ୟବସାୟ ଇନ୍‌କ୍ୟୁବେଟର ସିଭିଇସିଇ ଟିଆଇଏଫ୍‌ (CVECE TIF) ଓ ଏଆଇସି ସିଭିଆରସିଇଏଫ୍‌ (AIC CVRCEF) ଉପରେ ଆଲୋକପାତ କରିଥିଲେ।
ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସାମାଜିକ ଉଦ୍ୟୋଗୀ ତଥା ଅଗ୍ରଣୀ ନିବେଶକ ନାଗରାଜ ପ୍ରକାଶଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମଟି ଆଗକୁ ବଢ଼ିଥିଲା। ନାଗରାଜ ଏହି ଅବସରରେ ତାଙ୍କର ଏକ ପୁସ୍ତକ ବ୍ୟାକ୍‌ ଟୁ ଭାରତ (Back to Bharat)ର ଉନ୍ମୋଚନ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?