Posted inଖେଳ

ଭାରତ ଆଗରେ ‘କର ବା ମର ସ୍ଥିତି’, ସିରିଜ ଜିତିବା ଲକ୍ଷ୍ୟରେ…

ଅହମ୍ମଦାବାଦ,୧୭।୩: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜରେ ଭାରତୀୟ କ୍ରିକେଟ ଟିମ୍‌ ଆଶା ମୁତାବକ ପ୍ରଦର୍ଶନ କରିପାରିନାହିଁ। ଏଣୁ ଏବେ ମ୍ୟାଚ୍‌ର ସ୍ଥିତି ୨-୧ରେ ରହିଛି। ଗୁରୁବାର ସିରିଜର ଚତୁର୍ଥ ମ୍ୟାଚ୍‌ ଖେଳାଯିବ। ଏଥିରେ ଭାରତୀୟ ଦଳ ସିରିଜ ସମାନ ସ୍ଥିତିକୁ ଆଣିବାକୁ ପ୍ରୟାସ କରିବ। ହେଲେ ଦଳ ଟସ୍‌ ହାରିଲେ ମ୍ୟାଚ୍‌ର ଫଳାଫଳ ନିର୍ଣ୍ଣାୟକ ହୋଇପାରେ। କାରଣ ସିରିଜର ଖେଳାଯାଇଥିବା ୩ ମ୍ୟାଚ୍‌ରେ ଟସ୍‌ ଜିତି ବୋଲିଂ କରିଥିବା ଦଳ ସହଜ ବିଜୟ ହାସଲ କରୁଥିବା ନଜର ଆସୁଛି।

ଗୋଟିଏ ପଟେ ଭାରତ ଆଗରେ ‘କର ବା ମର ସ୍ଥିତି’ ରହିଥିବା ବେଳେ ବିରାଟ କୋହଲି ଭଲ ପ୍ରଦର୍ଶନ ଉପରେ ଗୁରୁତ୍ୱ ଦେଉଛନ୍ତି। ଘରୋଇ ମାଟିରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଦଳ ନିଜକୁ ପ୍ରସ୍ତୁତ କରୁଛି। କେଏଲ୍‌ ରାହୁଲ ଖରାପ ପ୍ରଦର୍ଶନ କରୁଥିଲେ ହେଁ ସେ ପୁନର୍ବାର ଫର୍ମକୁ ଫେରିବେ ବୋଲି ଆଶା ରହିଛି। ସେ ରୋହିତ ଶର୍ମାଙ୍କ ସହ ଓପନିଂ କରିବେ ବୋଲି କୋହଲି ସ୍ପ୍ଯଯ କରିଛନ୍ତି। ସେହିଭଳି ଇଂଲଣ୍ଡ ଦଳ ସିରିଜ ଜିତିବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ବୋଲି କୁହାଯାଉଛି। କାରଣ ସିରିଜର ଆଉ ଦୁଇଟି ମ୍ୟାଚ୍‌ ଖେଳାଯିବାକୁ ରହିଛି। ଏଣୁ ଆଉ ଗୋଟିଏ ମ୍ୟାଚ୍‌ ଜିତିନେଲେ ଇଂଲଣ୍ଡ ଟିମ୍‌ ସିରିଜକୁ ସହଜରେ ଜିତିନେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦୦ ଭିତରେ ଅଲଆଉଟ୍‌ ହେବାରେ ଆର୍‌ସିବିର ଛକା

ଆବୁ ଧାବି,୨୦।୯: ସ୍ଥାନୀୟ ଆବୁଧାବି ଅନ୍ତର୍ଜାତୀୟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷ ଆଇପିଏଲ ମ୍ୟାଚ୍‌ରେ ମାତ୍ର ୯୨ ରନ୍‌ରେ ଅଲଆଉଟ୍‌...

ହଓ୍ବେିଟ୍‌ଙ୍କୁ ଅଧିକ ଭୋଟ୍‌

ନ୍ୟୁପୋର୍ଟ (ଯୁକ୍ତରାଷ୍ଟ୍ର ଆମେରିକା): ଇଣ୍ଟରନ୍ୟାଶନାଲ ଟେନିସ ହଲ୍‌ ଅଫ୍‌ ଫେମ୍‌ର କ୍ଲାସ୍‌ ଅଫ୍‌ ୨୦୨୧ ପାଇଁ ହୋଇଥିବା ଫ୍ୟାନ୍‌ ଭୋଟିଂରେ ଦୁଇଥର ଗ୍ରାଣ୍ଡସ୍ଳାମ ଟାଇଟଲ ବିଜେତା...

ଆଇପିଏଲ୍‌ ଇତିହାସରେ ସବୁଠୁ ବଡ଼ ରେକର୍ଡ

ମୁମ୍ବାଇ,୧୯।୫: ଆଇପିଏଲର ୬୬ତମ ଲିଗ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଓପନର୍‌ କ୍ୱିଣ୍ଟନ ଡି’କକ ଏବଂ କେ.ଏଲ ରାହୁଲ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ୨୧୦...

ବଲ ଟାମ୍ପରିଂ କରି ଶେହଜାଦ ଦଣ୍ଡିତ

କରାଚୀ,୨।୧୧- ପାକିସ୍ତାନର ଟେଷ୍ଟ ଓପନର ଅହମ୍ମଦ ଶେହଜାଦ କୁଏଦ-ଇ-ଆଜାମ ଟ୍ରଫିରେ ଶୁକ୍ରବାର ସେଣ୍ଟ୍ରାଲ ପଞ୍ଜାବ ଓ ସିନ୍ଧି ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ବଲ ଟାମ୍ପରିଂ କରିଛନ୍ତି।...

ଧୋନୀଙ୍କୁ ବିରାଟଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୧୯।୪(ପି.ଟି.)- ଜଣେ ଅଧିନାୟକଭାବେ ମହେନ୍ଦ୍ର ସିଂ ଧୋନୀ ଏକଦା ବିରାଟ କୋହଲିଙ୍କ ପ୍ରତି ଦୃଢ଼ ସମର୍ଥନ ଜଣାଇଥିଲେ। ଏହାକୁ ବିରାଟ ଭୁଲନ୍ତେ ବା କିପରି।...

ସମୁଦ୍ର କୂଳରେ ବଂଶୀ ବଜାଉଛନ୍ତି ଧାଓ୍ବନ

ନୂଆଦିଲ୍ଲୀ, ୩।୯: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଏକଦିବସୀୟ ସିରିଜ୍‌ ଶେଷ ହେବା ପରେ ଭାରତ ଫେରିଛନ୍ତି ଓପନର୍‌ ଶିଖର ଧାଓ୍ବନ୍‌। ଏବେ ସେ ନିଜ ପରିବାର ସହ...

ରାଜ୍ୟ ପୋଲିସ ଫୁଟବଲ ଚାମ୍ପିୟନଶିପ୍‌ ଉଦ୍‌ଘାଟିତ

ସୁନ୍ଦରଗଡ଼, ୨୧।୮ (ଡି.ଏନ୍‌.ଏ) -ସୁନ୍ଦରଗଡରେ ମଙ୍ଗଳବାରଠାରୁ ୭୮ ତମ ରାଜ୍ୟ ପୋଲିସ ଫୁଟବଲ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ସୁନ୍ଦରଗଡ଼ ଷ୍ଟାଡିୟମଠାରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ ପଶ୍ଚିମାଞ୍ଚଳ...

ଆଜି ଭାରତ-ନ୍ୟୁଜିଲାଣ୍ଡ ଶେଷ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଅହମ୍ମଦାବାଦ୍‌,୧।୨: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ତିନୋଟି ଟି-୨୦ ସିରିଜର ଅନ୍ତିମ ମ୍ୟାଚ ଆଜି ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବ। ତିନି ମ୍ୟାଚ ବିଶିଷ୍ଟ ଟି-୨୦...

Advertisement
Archives

Model This Week