ମାଓବାଦୀ ବ୍ୟାନର, ଠିକାସଂସ୍ଥା ଗାଡ଼ି ପୋଡ଼ି ମାମଲା: ୫ କୋର୍ଟ ଚାଲାଣ

ରାୟଗଡ଼ା ଅଫିସ,୧୩ା୨: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକର ସଦର ତହସିଲ ଅଫିସ ଫାଟକ, ବୁଡ଼ାଗୁଡ଼ାଠାରେ ଥିବା ରାସ୍ତା ନିର୍ମାଣ କରିଥିବା ସଂସ୍ଥା ଏସ୍‌ଭିଏମ ମୁଖ୍ୟ ଗେଟ୍‌ରେ ବ୍ୟାନର ମାରି ଗୋଟିଏ ଟ୍ରକ ପୋଡ଼ି ଦେବା ଘଟଣାର ରବିବାର ପୋଲିସ ୫ଜଣଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି। ଶେଷଖାଲ ଥାନା ଅନ୍ତର୍ଗତ ହାଣ୍ଡିପଡୁଗ୍ରାମର ଗୋପାଳ ମଣ୍ଡିଆ ସାହୁ, କାଶୀପୁର କଞ୍ଜଙ୍ଗମଣ୍ଡି ଗ୍ରାମର ବଲି ମାଝି, ଟିକିରି ଥାନା ଅଞ୍ଚଳର ସୀମାଞ୍ଚଳ ମାଝି, ସନ୍ତୋଷ ରାୟ ଦୁଡୁକାବହାଲ ଗ୍ରାମର, ଜୟନ୍ତ ନାଏକ ହରିଜନସାହି ଟିକିରି ଏହି ୫ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଏହି କାର୍ଯ୍ୟକ୍ରମର ଏସ୍‌ଡିପିଓ ଦେବଜ୍ୟୋତି ଦାସ, ଥାନାଧିକାରୀ ସୁକୁମା ହାଁସଦା ବିଭିନ୍ନ ସ୍ଥାନରେ ଚଢ଼ାଉ କରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଁ ଫୌଜି, କାମ ସେବା କରିବା

କେନ୍ଦୁଝର, ୧୬ା୩(ସ୍ବ.ପ୍ର.)- ଦେଶ ସୁରକ୍ଷା ଲାଗି ସେନା ବାହିନୀରେ ଯୋଗ ଦେବାକୁ ସେ ନେଇଥିଲେ ତାଲିମ । ତାଙ୍କ ଚିନ୍ତାଧାରା ଓ କର୍ମ ପରେ ତାଙ୍କ...

କୋର୍ଟ କାର୍ଯ୍ୟ ସ୍ବାଭାବିକ ପାଇଁ ପ୍ରୟାସ

ସମ୍ବଲପୁର,୧୭ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ଘଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିକ୍ରିୟା ଦିଆଯାଇଛି। ଏଥିରେ କେନ୍ଦ୍ର ଉପରେ ଦୋଷ...

ଅନିୟନ୍ତ୍ରିତ ଟ୍ରାଫିକ ସମସ୍ୟା, ବଢୁଛି ଦୁର୍ଘଟଣା

ଯାଜପୁର ରୋଡ,୧୪ା୭(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାୟନ ଯୋଗୁ ଯାଜପୁର ରୋଡ ସହରର ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସାଙ୍ଗକୁ...

ବିଦ୍ୟୁତ୍‌ ଫାଶରେ ପଡ଼ି ଦନ୍ତାହାତୀ ମୃତ

ଅନୁଗୋଳ ଅଫିସ,୨୮।୮: ଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବିଦ୍ୟୁତ୍‌ ଫାଶରେ ପଡ଼ି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି। ଅନୁଗୋଳ ଜିଲା ସାତକୋଶିଆ ବନଖଣ୍ଡର...

୨୦ ମୃତ ବିଦେଶୀ ପକ୍ଷୀ ଜବତ, ଶିକାରୀ ଚମ୍ପଟ

ବ୍ରହ୍ମଗିରି,୨୬ା୧୧(ଡି.ଏନ.ଏ): ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହେଉଥିବା ସମୟରେ ଏହାକୁ ଅବାଧରେ ଶିକାର କରିବାକୁ ପକ୍ଷୀ ଶିକାରୀମାନେ ମାତିଲେଣି। ଏ ନେଇ ବ୍ରହ୍ମଗିରି ବନାଞ୍ଚଳ ଅଧିକାରୀଙ୍କ...

୩୪୬ଛାତ୍ରୀଙ୍କୁ ସାନିଟାରି ନାପ୍‌କିନ

ସୋନପୁର,୨୯।୭(ନି.ପ୍ର.): ସୋନପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ସ୍ବାସ୍ଥ୍ୟ ସଚେତନତା ଓ ସାନିଟାରି ନାପ୍‌କିନ ‘ଖୁସି’ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି...

ଟ୍ରକ ତଳେ ଚାପି ହୋଇ ଚାଲିଗଲା ଯବାନଙ୍କ ଜୀବନ

ଜମନକିରା,୨୦।୮: ( ରବୀନ୍ଦ୍ର ପ୍ରସାଦ ଦାନୀ) ଦେଶ ପାଇଁ ନିଜ ଜୀବନକୁ ବାଜି ଲଗାଇ ଭାରତୀୟ ସେନାରେ ୩୦ବର୍ଷ କାଳ ସେବା କରି ସୁନାମ ଅର୍ଜନ...

ନକଲି କୋଭିଡ୍‌ ପାସ୍‌ ଲଗାଇ ପୁରୀରେ କାର୍‌

ପୁରୀ ଅଫିସ/ପିପିଲି (ସ୍ବ. ପ୍ର/ଡି.ଏନ.ଏ.),୨୭।୭: ପୁରୀ ଜିଲାରୁ ରେକର୍ଡ ସଂଖ୍ୟକ ପଜିଟିଭ ଚିହ୍ନଟ ହେଉଛନ୍ତି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ଏକାଧିକ ପଦକ୍ଷେପ ଗ୍ରହଣ...

Advertisement
Archives

Model This Week