ବାଇକ୍‌ ଲୁଟେରା ଗ୍ୟାଙ୍ଗ ଠାବ: ୨୨ ବାଇକ୍‌ ଜବତ, ୫ ଗିରଫ

କଟକ ଅଫିସ, ୩।୧୧: କଟକ ବାଦାମବାଡି ଥାନା ଅଞ୍ଚଳରୁ ଏକ ବାଇକ୍‌ ଚୋରି ଗ୍ୟାଙ୍ଗ୍‌ ଧରାପଡ଼ିଛି। ଏହି ଗ୍ୟାଙ୍ଗ୍‌ର ୫ ଜଣଙ୍କୁ ପୋଲିସ ଗିରଫ କରିବା ସହ ୨୨ଟି ଗାଡି ଜବତ କରିଛି।
ଏହି ଲୁଟେଣାମାନେ କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ଜଗତ୍‌ସିଂହପୁର ଆଦି ଜିଲାରୁ ବାଇକ୍‌ ଚୋରିକରି ବିଭିନ୍ନ ସ୍ଥାନରେ ବିକ୍ରି କରୁଥିଲେ। କିଛି ଗାଡି ନିଜେ ମଧ୍ୟ ବ୍ୟବହାର କରୁଥିଲେ। ଏ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି। ଗିରଫ ସମସ୍ତ ଅଭିଯୁକ୍ତ ପେଶାଦାର ବାଇକ୍‌ ଲୁଟେରା। ସେମାନଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ଅନେକ ମାମଲା ରହିଥିବା କଟକ ଡିସିପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ସମସ୍ୟାକୁ ନେଇ ଆନ୍ଦୋଳନ, ରାସ୍ତାରୋକୋ

ମହାକାଳପଡ଼ା,୭।୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ରାଜଗଡ଼ ପଞ୍ଚାୟତ ରାଜଗଡ ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ଲୋକେ ବୁଧବାର ସକାଳେ ମହିଳାମାନେ ରାସ୍ତାକୁ...

ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନଙ୍କୁ ରାଷ୍ଟ୍ରୀୟ କଳାରତ୍ନ ସମ୍ମାନ

କେନ୍ଦ୍ରାପଡା ଅଫିସ, ୨ା୬: କ୍ରୀଷ୍ଣା ଆର୍ଟ ସ୍କୁର କଳା ନିର୍ଦ୍ଦେଶକ ତଥା କେନ୍ଦ୍ରାପଡ଼ା ସହରର ଟାଉନ ବଳରାମପୁର ଗ୍ରାମର ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ରାଷ୍ଟ୍ରୀୟ କଳାରାତ୍ନ...

ସଙ୍କଟରେ ଚାନ୍ଦୁଆ ଶିଳ୍ପ

ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍‌ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ...

ଯବାନ-ମାଓବାଦୀ ଗୁଳିବିନିମୟ

ଭବାନୀପାଟଣା,୨୩।୬(ସ୍ବ.ପ୍ର): କଳାହାଣ୍ଡି-କନ୍ଧମାଳ ଜିଲା ସୀମାନ୍ତ ମଦନପୁର ରାମପୁର ଥାନା ଅଧୀନ ଲୁବେନଗଡ଼ ନିକଟରେ ଥିବା ମୁଣ୍ଡାମସ୍କା ସଂରକ୍ଷିତ ଜଙ୍ଗଲରେ ଯବାନ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ...

ଭିଜିଲାନ୍ସ ହାତରେ ଏସ୍‌ଡିପିଓ

ଢେଙ୍କାନାଳ ଅଫିସ,୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ଏସ୍‌ଡିପିଓ ମଳୟ ନାୟକ ବୁଧବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଏସ୍‌ସିଏସ୍‌ଟି ମାମଲାରେ ନାଁ ରଫାଦଫା କରିବାକୁ ୩୦ ହଜାର...

ପରିତ୍ୟକ୍ତ ନାଳରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବଲାଙ୍ଗୀର ଅଫିସ, ୨୫।୫: ବଲାଙ୍ଗୀର ସହର ଲକ୍ଷ୍ମୀଯୋର ନିକଟରେ ଥିବା ଏକ ପରିତ୍ୟକ୍ତ ନାଳରୁ ଶୁକ୍ରବାର ସନ୍ଧ୍ୟାରେ ଏକ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି। ସେ...

ଲଘୁ ଖଣିଜ ସମ୍ପଦ ଲୁଟ୍‌ ରୋକିବାକୁ ପ୍ରୟାସ:ଜଗିବେ ସ୍ବତନ୍ତ୍ର ଅଧିକାରୀ

ଭୁବନେଶ୍ୱର,୧୭।୧୨ (ବ୍ୟୁରୋ): କେବଳ ଲୁହାପଥର, ମାଙ୍ଗାନିଜ୍‌, କ୍ରୋମାଇଟ ଭଳି ବୃହତ୍‌ ଖଣିଜ ସମ୍ପଦ ଚୋରି ହେଉ ନାହିଁ। ରାଜ୍ୟର ବିଭିନ୍ନ ଜିଲାରେ ଥିବା ବାଲି, ମୋରମ,...

ରିଲିଫ ପାଣ୍ଠିକୁ ଦେବାକୁ ଘର ଘର ବୁଲି ଟଙ୍କା ସଂଗ୍ରହ

ସମ୍ବଲପୁର,୧୭ା୪(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ୍‌ ଡଙ୍ଗାପାଳ ଗ୍ରାମର କେତେକ ମହିଳା ୨୫ ହଜାର ୮ ଶହ ୩୩ ଟଙ୍କା ଆଦାୟ କରିଛନ୍ତି। ଶୁକ୍ରବାର ସ୍ଥାନୀୟ...

Advertisement
Archives

Model This Week