Posted inଜାତୀୟ

‘ପାକିସ୍ତାନ ଜିନ୍ଦାବାଦ୍‌’ ନାରା ଦେଇ ୫ ଗିରଫ

ଭୋଜପୁର (ବିହାର),୨୪।୧୨: ବିହାରର ଆରା ଜିଲା ଅନ୍ତର୍ଗତ ଭୋଜପୁରର ଚାନ୍ଦି ଗାଁରେ ‘ପାକିସ୍ତାନ ଜିନ୍ଦାବାଦ୍‌’ ନାରା ଦେଇଥିବା ଅଭିଯୋଗରେ ୫ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଚାନ୍ଦି ଗାଁରେ ବ୍ୟାଡମିଣ୍ଟନ ପ୍ରତିଯୋଗିତା ହୋଇଥିଲା। ମ୍ୟାଚ୍‌ ଜିତିବା ପରେ କିଛି ଯୁବକ ଖୁସିରେ ନାଚିବା ସହ ପାକିସ୍ତାନ ଜିନ୍ଦାବାଦ୍‌ କରି ସେଲିବ୍ରେସନ ପାଳିଥିଲେ। ପରବର୍ତ୍ତୀ ସମୟରେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଦେଶ ବିରୋଧୀ ନାରା ଦେଇଥିବା ଅଭିଯୋଗରେ ପୋଲିସ ୫ ଯୁବକଙ୍କୁ ଗିରଫ କରଛି। ସମ୍ପୃକ୍ତ ଯୁବକମାନେ କେଉଁ ପରିସ୍ଥିତିରେ ଏଭଳି ନାରାବାଜି ଦେଲେ, ସେନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ଘଟଣାରେ ଅନ୍ୟ କେହି ସମ୍ପୃକ୍ତି ଥିବା ଜଣାପଡିଲେ ତାଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରବିଧାନ ସଂଗ୍ରହ ବୈଠକରେ ଖରିଫ୍‌ ତାତି: ଚାଷୀ ଆନ୍ଦୋଳନ ଭୟରେ ପୋଲିସ ଛାଉଣି

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଅନେକ ଚାଷୀ ବିଭାଗୀୟ ଅବହେଳା ଯୋଗୁ ଏପର୍ଯ୍ୟନ୍ତ ଗତବର୍ଷ ଖରିଫ୍‌ରେ ଧାନ ବିକ୍ରି କରି ପାରିନାହାନ୍ତି। ଧାନବିକ୍ରି ଦାବିରେ ଜିଲାର ଭେଡ଼େନ ବ୍ଲକ…

ମଣିପୁରରେ ସାନି ହିଂସା: ୩ ମୃତ

ଇମ୍ଫାଲ୍‌,୨୫ା୪: ମଣିପୁରର ଉଖ୍ରୁଲ୍‌ ଜିଲାରେ ଶୁକ୍ରବାର ନାଗା ଓ କୁକି ସମ୍ପ୍ରଦାୟ ୨ ସଶସ୍ତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଅନୂ୍ୟନ ୩ ଜଣଙ୍କ ମୃତ୍ୟୁ ହେବା…

ଇରାନ-ଆମେରିକା ଆଲୋଚନା ଖୁବ୍‌ଶୀଘ୍ର: ପାକିସ୍ତାନ ଗସ୍ତରେ …

ଇସ୍‌ଲାମାବାଦ,୨୫ା୪ : ଆମେରିକା ସହ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ଭାଗ ନେବା ପାଇଁ ଇରାନ ବହିର୍ବ୍ୟାପାର ମନ୍ତ୍ରୀ ଅବ୍ବାସ ଅରାଘଚିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ…

ପାଣିଟାଙ୍କି ନିର୍ମାଣକୁ ବର୍ଷେ ପୂରିଲା, କାର୍ଯ୍ୟକ୍ଷମ ହେଉନି: ପାନୀୟଜଳ ଯୋଗାଣ ନେଇ ବିଡିଓଙ୍କ ଦ୍ୱାରସ୍ଥ ଗ୍ରାମବାସୀ

ଲାଞ୍ଜିଗଡ଼,୨୫।୪(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ତଳକାଳିମା ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ପାନୀୟଜଳ ଯୋଗାଇବାକୁ ନେଇ ଗ୍ରାମବାସୀ…

୪୦୦ ଫୁଟ୍‌ ଉଚ୍ଚ ଟାଓ୍ବାରରେ ୫୬୦ ଦିନ

ସାମାନା(ପଞ୍ଜାବ),୨୫ା୪: ପଞ୍ଜାବ ଆକ୍ଟିଭିଷ୍ଟ ଗୁର୍‌ଜିତ ସିଂ ଖାଲ୍‌ସା ଧର୍ମନିନ୍ଦା ଘଟଣାରେ କଠୋର ଆଇନ ଆଣିବା ଦାବିରେ ୪୦୦ ଫୁଟ୍‌ ଉଚ୍ଚ ବିଏସ୍‌ଏନ୍‌ଏଲ୍‌ ଟାଓ୍ବାର ଉପରେ ୫୬୦ ଦିନ…

ବାସ୍ତବ ନୁହେଁ, ଏଆଇ ଚାଟ୍‌ବଟ୍‌ ସାଥୀ ପ୍ରେମରେ ଯୁବପିଢ଼ି: ଚାଞ୍ଚଲ୍ୟକର ଖୁଲାସା

ଲଣ୍ଡନ, ୨୫ା୪:ସମୟ ବଦଳିବା ସହିତ ପ୍ରେମର ପରିଭାଷା ମଧ୍ୟ ବଦଳିବାରେ ଲାଗିଛି। ଏବକାର ଯୁବପିଢ଼ି, ବିଶେଷକରି ‘ଜେନ୍‌ ଆଲ୍‌ଫା’ (୨୦୧୩-୨୦୨୪) ବାସ୍ତବ ଦୁନିଆର ସମ୍ପର୍କ ଅପେକ୍ଷା କୃତ୍ରିମ…

ନେତାନ୍ୟାହୁଙ୍କୁ କ୍ୟାନ୍‌ସର ହୋଇଥିଲା

ଜେରୁଜେଲମ୍‌,୨୫ା୪: ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କୁ କ୍ୟାନ୍‌ସର ହୋଇଥିଲା ବୋଲି ସେ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ଯାଞ୍ଚ ବେଳେ ତାଙ୍କର ଏକ ଛୋଟ ଟ୍ୟୁମର ହୋଇଥିବା ଜଣାପଡ଼ିଥିଲା।…

ନାବାଳିକାଙ୍କୁ ଇଚ୍ଛା ବିରୋଧରେ ଗର୍ଭଧାରଣ ପାଇଁ କୋର୍ଟ ବାଧ୍ୟ କରିପାରିବେ ନାହିଁ

ନୂଆଦିଲ୍ଲୀ,୨୫ା୪ : କୌଣସି ଅଦାଲତ ଜଣେ ମହିଳା ବିଶେଷକରି ନାବାଳିକାଙ୍କୁ ତାଙ୍କ ଇଚ୍ଛା ବିରୋଧରେ ଗର୍ଭଧାରଣ ଜାରି ରଖିବାକୁ ବାଧ୍ୟ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri