କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି ପୋଲିସ । ମୃତ ସୋମ୍ୟସାଗରଙ୍କ ପତ୍ନୀ ଶୁଭଶ୍ରୀଙ୍କ ସମେତ ମୋଟ ୫ଜଣଙ୍କୁ ଗିରଫ କରିଛି ଯାଜପୁର ପୋଲିସ । ହତ୍ୟାକାଣ୍ଡରେ ପତ୍ନୀଙ୍କ ସମ୍ପୃକ୍ତି ଥିବା ନେଇ ପୋଲିସ ଖୁଲାସା କରିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ସୂଚନା ଦେଇଛନ୍ତି ଯାଜପୁର ଏସ୍ପି।
ଗୁଳିକାଣ୍ଡ ଘଟଣାରେ ବ୍ୟବହୃତ ବନ୍ଧୁକକୁ ଯାଜପୁର ପୋଲିସ ଜବତ କରିଛି । ଯାଜପୁର ଯଯାତି କେଶରୀ ମେଡିକାଲ କଲେଜ ପଛପଟ ବୈତରଣୀ ନଦୀପଠାରୁ ଜବତ ହେଲା ପିସ୍ତଲ । ପ୍ରକାଶଥାଉକି, ଗତ ୭ ତାରିଖରେ ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟରେ ଗୁଳିମାଡ଼ରେ ଜଣେ ବ୍ୟକ୍ତିଙକ ମୃତ୍ୟୁ ହୋଇଥିଲା । ଚିକିତ୍ସିତ ଅବସ୍ଥାରେ କଟକରେ ତାଙ୍କର ମୃତ୍ୟୁ ହୋଇଥିଲା । ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଆଜି ଯାଜପୁର ପୋଲିସ ମୃତ୍ୟୁ ରହସ୍ୟ ଉପରୁ ପରଦା ଉଠାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri