୫ ବଡ଼ ଘୋଷଣା: ଶ୍ରୀଅନ୍ନ ପାଇଁ ୨୦ ଲକ୍ଷ କୋଟି ଋଣ-୮୧ଲକ୍ଷ ସ୍ଵୟଂ ସହାୟକ ଗୋଷ୍ଠୀକୁ ସହାୟତା…

ନୂଆଦିଲ୍ଲୀ,୧।୨ : ସଂସଦରେ ୨୦୨୩ ବଜେଟ ଉପସ୍ଥାପନ ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଚଳିତ ବଜେଟରେ ସରକାରଙ୍କ ପକ୍ଷରୁ ୫ ବଡ଼ ଘୋଷଣା କରାଯାଉଛି। ଖୁବ ଶୀଘ୍ର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ମିଲେଟ ଗଠନ ହେବ। ଭାରତ @ 100 ମାଧ୍ୟମରେ ଦେଶକୁ ସାରା ବିଶ୍ୱରେ ଶକ୍ତିଶାଳୀ କରାଯିବ। ଗ୍ରାମୀଣ ମହିଳାମାନଙ୍କ ପାଇଁ, ଗଠିତ ୮୧ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସହାୟତା ପ୍ରଦାନ କରାଯିବ। ଯାହାକୁ ଆହୁରି ବୃଦ୍ଧି କରାଯିବ। ଶିଳ୍ପ ଓ ହସ୍ତଶିଳ୍ପରେ ପ୍ରଧାନମନ୍ତ୍ରୀ ବିଶ୍ୱ କର୍ମ ା କୌଶଳ ସମ୍ମାନ, ହସ୍ତଶିଳ୍ପ ଏବଂ ବାଣିଜ୍ୟରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କୁ ସହଯୋଗ ପ୍ରଦାନ କରାଯିବ। ଯାହା ଆତ୍ମନିର୍ଭରଶୀଳ ଭାରତ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ମାଧ୍ୟମରେ କେବଳ ଆର୍ଥିକ ସହାୟତା ସହିତ ସେମାନଙ୍କର ବୈଷୟିକ ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯିବ ଓ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ।

ଗ୍ଲୋବାଲ ହବ ଫର୍‌ ମିଲେଟସ ଅଧୀନରେ ମିଲେଟରେ ଭାରତ ବହୁତ ଆଗରେ ଅଛି। ପୁଷ୍ଟିକର ଖାଦ୍ୟ, ଖାଦ୍ୟ ନିରାପତ୍ତା ଏବଂ ଚାଷୀଙ୍କ ପାଇଁ ଯୋଜନା ପାଇଁ ମିଲେଟ କାର୍ଯ୍ୟକ୍ରମ ଚାଲିଛି। ଶ୍ରୀଅନ୍ନ ରାଡି, ଶ୍ରୀଅନ୍ନ ବାଜରା, ଶ୍ରୀଅନ୍ନ ରାମଦାନା, କୁଙ୍ଗନି, କୁଟୁର ସ୍ବାସ୍ଥ୍ୟ ପାଇଁ ଅନେକ ଉପଯୋଗୀତା ରହିଛି। ମିଲେଟରେ କୃଷକଙ୍କ ବହୁ ଅବଦାନ ରହିଛି ଏବଂ ଭାରତକୁ ଶ୍ରୀଅନ୍ନ ହବ କରିବା ପାଇଁ ଉଦ୍ୟମ ଚାଲିଛି। ଶ୍ରୀଅନ୍ନର ଉତ୍ପାଦନ ପାଇଁ ହାଇଦ୍ରାବାଦର ରିସର୍ଚ୍ଚ ଇନଷ୍ଟିଚ୍ୟୁଟରୁ ବହୁ ସାହାଯ୍ୟ ଗ୍ରହଣ କରାଯାଉଛି । ୨୦୨୩-୨୪ ବର୍ଷ ପାଇଁ ୨୦ ଲକ୍ଷ କୋଟି ଟଙ୍କାର ଋଣ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri