ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଟୁକୁଣା ଗ୍ରାମରେ। ଗ୍ରାମର ଅକ୍ଷୟ ଦାସଙ୍କ ପରିବାରରେ ରାତ୍ରି ଭୋଜନ ପାଇଁ ରୋଷେଇ କରାଯାଉଥିବା ବେଳେ ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗିଯାଇଥିଲା। ଗୁରୁତର ୫ ଜଣ ହେଲେ ଅକ୍ଷୟ ଦାସ, ଜୀବନ ଦାସ, ସିପାଲି ଦାସ, ନିଧି ଦାସ, ଡଲି ଦାସ। ଗ୍ରାମବାସୀଙ୍କ ସହଯୋଗରେ ତାଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଗୁରତରମାନଙ୍କୁ କଟକ ସ୍ଥାନାନ୍ତର କରାଯିବାକୁ ପ୍ରସ୍ତୁତି ଚାଲଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମୁହାଁମୁହିଁ ହେଲେ ଆମେରିକା-ଇରାନ: ବଡ଼ ଆକ୍ରମଣ କଲା ଓ୍ବାଶିଂଟନ୍‌

ତେହରାନ,୨୭।୬:ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଆମେରିକା ଇରାନୀ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ସ୍ଥାନଗୁଡ଼ିକୁ ଟାର୍ଗେଟ କରିଥିଲା। ହର୍ମୁଜ…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri