ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୫: ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୨ଜଣ ରହିଥିବା ବେଳେ ପୁରୀ-ଭୁବନେଶ୍ୱର-କଟକରୁ ଜଣେ ଲେଖାଏ ରହିଛନ୍ତି। ଏହାକୁ ମିଶାଇ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି। ସେହିପରି ରାଜ୍ୟରେ କରୋନା ଯୋଗୁ ମୃତ୍ୟୁ ସଂଖ୍ୟା ୬୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଗଞ୍ଜାମ ଜିଲାର ମୃତକ ଦ୍ୱୟ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୫୫ ଓ ୭୨। ତେବେ ୭୨ ବର୍ଷୀୟ ବୃଦ୍ଧ ପୂର୍ବରୁ ଡାଇବେଟିସ୍‌ ରୋଗରେ ପୀଡିତ ଥିଲେ। ସେହିପରି ପୁରୀର ମୃତକଙ୍କ ଜଣଙ୍କ ୭୦ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ପୂର୍ବରୁ ସେ ମଧ୍ୟ ଡାଇବେଟିସ ରୋଗରେ ଆକ୍ରାନ୍ତ ଥିଲେ। କଟକର ମୃତକ ୪୬ ବର୍ଷୀୟ ବ୍ୟକ୍ତି ହୋଇଥିବା ବେଳେ ସେ ଡାଇବେଟିସ୍‌ ସମେତ ଅନ୍ୟ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ଥିଲେ। ଭୁବନେଶ୍ୱରର ମୃତକ ଜଣଙ୍କ ମହିଳା। ତାଙ୍କ ବୟସ ୫୬। ସେ ଡାଇବେଟିସ ରୋଗାରେ ଆକ୍ରାନ୍ତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?