ବରଗଡ଼ରେ ୫ କରୋନା ପଜିଟିଭ ଚିହ୍ନଟ : ସମସ୍ତେ ସ୍ଥାନୀୟ ଆକ୍ରାନ୍ତ

ବରଗଡ଼ ଅଫିସ,୨୯।୭: ବରଗଡ଼ ଜିଲାରେ ବୁଧବାର ପୁଣି ୫ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନେ ସମସ୍ତେ ସ୍ଥାନୀୟ ଆକ୍ରାନ୍ତ ଏବଂ ବରଗଡ଼ ପୌର ପରିଷଦ ଅଞ୍ଚଳର ଅଟନ୍ତି। ସେମାନଙ୍କ ମଧ୍ୟରୁ ୱାର୍ଡ ନଂ-୧୮ର ୩ଜଣ ଏବଂ ୱାଡ ନଂ-୧୩ର ୨ଜଣ ଅଟନ୍ତି। ୩ ଜଣ ମହିଳା ହୋଇଥିବା ବେଳେ ଅନ୍ୟ ଦୁଇଜଣ ପୁରୁଷ । ସମସ୍ତ ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ବରଗଡ଼ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋପବନ୍ଧୁଙ୍କୁ ଅସମ୍ମାନ: ବ୍ୟାନର, ପୋଷ୍ଟରରେ ଲୁଚି ଯାଉଛି ପ୍ରତିମୂର୍ତ୍ତି

ଜେକେପୁର,୨୯ା୪(ଡ଼ି.ଏନ.ଏ): ରାୟଗଡା ଜିଲା  ଜେକେପୁର ପଞ୍ଚାୟତ ତଥା ଗୋପବନ୍ଧୁ ଛକରେ ଉକତ୍ଳମଣି ଗୋପବନ୍ଧୁ ଦାସଙ୍କ ଏକ ପ୍ରତିମୂର୍ତ୍ତୀ ରହିଛ। ତେବେ ପ୍ରତିମୂର୍ତ୍ତିଙ୍କୁ ସମ୍ମାନ ଦେବା  ତ...

ଅର୍ଥପାଇଁ ସଂକ୍ରମଣକୁ ଭୟନାହିଁ: କଣ୍ଟାପଡ଼ାର ବିଭିନ୍ନ ବ୍ୟାଙ୍କରେ ସାମାଜିକ ଦୂରତ୍ୱକୁ ଫୁ’

କଣ୍ଟାପଡା, ୧୬।୪(ଡି.ଏନ୍‌.ଏ.): ଜନଧନ ଆକାଉଣ୍ଟଧାରୀଙ୍କ ଖାତାକୁ କେନ୍ଦ୍ର ସରକାର ଟଙ୍କା ପଠାଇଥିବା ଖବର ପ୍ରକାଶ ପାଇବା ପରେ କଣ୍ଟାପଡା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ବ୍ୟାଙ୍କରେ...

ନିଜ ପକେଟ ଗରମରେ ବ୍ୟସ୍ତ ଅବକାରୀ କର୍ମଚାରୀ: ରାଜସ୍ବ ଆଦାୟକୁ ଧ୍ୟାନ ନାହିଁ, ଧାର୍ଯ୍ୟ ଲକ୍ଷ୍ୟର ଅଧା ବି ପୂରଣ ହେଉନି

ଜଗତ୍‌ସିଂହପୁର ଅଫିସ,୨୬ା୭ : ଜଗତ୍‌ସିଂହପୁର ଜିଲାରେ ଦିନକୁ ଦିନ ବେଆଇନ ମାଦକ ଦ୍ରବ୍ୟ କାରବାର ବଢିଚାଲିଛି। ପୋଲିସ ଓ ଅବକାରୀ ବିଭାଗର ଅସାଧୁ କର୍ମଚାରୀମାନେ ଏହାକୁ...

କାଠଗଡାରେ ୧୨ ବଖରା ପୋଡିଗଲା

ସୋରଡା,୪ା୧୦(ଡି.ଏନ୍‌.ଏ.)- ସୋରଡା ବ୍ଲକ ଅସୁରବନ୍ଧ ଗ୍ରାମ ପଞ୍ଚାୟତ କାଠଗଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ନିଅଁା ଲାଗି ୪ ପରିବାରର ୧୨ ବଖରା ପୋଡି ପାଉଁଶ ହୋଇଯାଇଛି।...

ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ପାଟ୍ରୋଲିଂ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍: ୨ ଗୁରୁତର

ଅନୁଗୋଳ ଅଫିସ୍, ୨୧ା୪- ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ ଟ୍ରକ୍ ପୋଲିସ ପାଟ୍ରୋଲିଂ ଗାଡ଼ିକୁ ଧକ୍କା ଦେଇଛି ।...

ଟ୍ରାଫିକ୍‌ ନିୟନ୍ତ୍ରଣକୁ ଧ୍ୟାନ ଦେଉନି ପୋଲିସ

ବ୍ରହ୍ମପୁର ଅଫିସ,୨୪|୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଅବଧି ସରି ଆସୁଥିବା ବେଳେ ଲୋକମାନଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ ଲୋକମାନେ ମା’ଙ୍କ...

ଅଙ୍ଗନଓ୍ବାଡି, ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ସଂଗ୍ରହ ହେଲା ୨୨୫୦ ଏନ୍‌-୯୫ ମାସ୍କ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କ୍ଷେତ୍ରରେ କାମ କରୁଥିବା ଅଙ୍ଗନଓ୍ବାଡି କର୍ମୀ ଓ ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ୩.୮୫ ଲକ୍ଷ ଟଙ୍କାର (୨୨୫୦ଟି) ଏନ୍‌-୯୫ ମାସ୍କ ସୋମବାର...

Play 250+ Trending Games
Archives

Model This Week

Why Dharitri