ଆଜି ରାଜଧାନୀରେ ୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଶନିବାର ରାଜଧାନୀରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଏକ ଅଙ୍କକୁ ଖସିଛି। ତେବେ ଆଜି ରାଜଧାନୀରୁ ମାତ୍ର ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ଜଣେ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୩୨ରେ ପହଞ୍ଚିଥିବା ବେଳେ ୩୧,୩୬୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୨୦୪ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ରାଜଧାନୀରୁ କରୋନାରେ ୨୪୬ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ସାହୁଙ୍କୁ ବେଷ୍ଟ ପିଆର୍‌ଓ ଆଓ୍ବାର୍ଡ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପବ୍ଲିକ ରିଲେସନ୍ସ ଏବଂ କର୍ପୋରେଟ କମ୍ୟୁନିକେଶନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଲାଗି ସଞ୍ଜୟ କୁମାର ସାହୁଙ୍କୁ ବେଷ୍ଟ ପବ୍ଲିକ ରିଲେସନ୍ସ ଅଫିସର(ପିଆର୍‌ଓ) ଆଓ୍ବାର୍ଡ-୨୦୧୯ ପ୍ରଦାନ...

ଲକ୍‌ଡାଉନ କଟକଣା ଉଲ୍ଲଂଘନ: ଜୁଆ ଖେଳି ୬ ଗିରଫ, ୫ ହଜାର ଜବତ

ପୁରୁଷୋତ୍ତମପୁର, ୨୭।୪(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଗଞ୍ଜାମ ଜିଲାରେ ଏହାକୁ ଉଲ୍ଲଂଘନ କରାଯାଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଜୁଆ...

କାଉଡ଼ି ଯାତ୍ରାକୁ ନେଇ ଚିନ୍ତା ପ୍ରକଟ କଲା ଆଇଏମ୍‌ଏ

ଡେରାଡୁନ,୧୩।୭: ଜୁଲାଇ ୨୫ରୁ ଆରମ୍ଭ ହେବାକୁ ଥିବା କାଉଡି ଯାତ୍ରାକୁ ଅନୁମତି ଦେବା ପାଇଁ ଉତ୍ତରାଖଣ୍ଡ ସରକାର ବିଚାର କରୁଛନ୍ତି। ଇତିମଧ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ...

ସାରା ରାଜ୍ୟରେ ଲଗାଣ ବର୍ଷା: ୫ ଜିଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ...

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

ସରକାରଙ୍କୁ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ: ଟ୍ରାଫିକ ନିକଟରେ ଅସହାୟଙ୍କୁ ଚିହ୍ନଟ କର

ଭୁବନେଶ୍ୱର,୭।୧(ବ୍ୟୁରୋ): କଟକ, ଭୁବନେଶ୍ୱର ଏବଂ ପୁରୀରେ ଟ୍ରାଫିକ ନିକଟରେ ପିଲାଛୁଆ ଧରି ଭିକ୍ଷାବୃତ୍ତି କରୁଥିବା ଯୁବତୀ ଓ ମହିଳାମାନେ ଏବଂ ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଚିହ୍ନଟ...

ଚାଉଳକୁ ନେଇ ବିଜେଡି, ଭାଜପା ନାଟକ କରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର, ୯ା୨(ବ୍ୟୁରୋ):ଅରୁଆ ଓ ଉଷୁନା ଚାଉଳକୁ ନେଇ ରାଜନୀତି ଜୋର୍‌ ଧରିଛି। ସମ୍ପ୍ରତି ପଞ୍ଚାୟତ ନିର୍ବାଚନ ଥିବାରୁ ଅରୁଆ ଓ ଉଷୁନା ଚାଉଳକୁ ନେଇ ଉଭୟ...

ଜେଲରେ ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଭେଟିଲେ ଭାଜପା ବିଧାୟକ ଦଳ ପ୍ରତିନିଧି

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଭାଜପାର ୨୨ ଜଣ ଯୁବମୋର୍ଚ୍ଚା କାଯର୍‌ୟକର୍ତ୍ତା ୧୮ ଦିନ ହେବ ଜେଲରେ ରହିଛନ୍ତି। ଭାଜପା ବିଧାୟକ ଦଳର ଏକ ପ୍ରତିନିଧି ଦଳ ଶୁକ୍ରବାର ଝାରପଡ଼ା...

Advertisement
Archives

Model This Week