ଲୁହା ରଡ୍‌ ଚୋରି କରି ୫ କୋର୍ଟ ଚାଲାଣ

ଥୁଆମୂଳ ରାମପୁର,୧୪ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଅଡ୍ରି ପଞ୍ଚାୟତ ଅଧୀନରେ ଥିବା ମେଘା ଉଠା ପାନୀୟ ଜଳଯୋଗାଣ କ୍ୟାମ୍ପ୍‌ଠାରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁହାରଡ୍‌ ଚୋରି ଘଟଣାକୁ ନେଇ ସୋମବାର ଥୁଆମୂଳ ରାମପୁର ଥାନାରେ ବିଭାଗୀୟ ସାଇଟ ଇନଚାର୍ଜ ଜିତେନ୍ଦ୍ର ପ୍ରଧାନ ଅଭିଯୋଗ କରିଥିଲେ।
ଅଭିଯୋଗ ଅନୁଯାୟୀ, ଥୁଆମୂଳ ରାମପୁର ଥାନା କେସ୍‌ ନମ୍ବର ୧୩୫/୨୪ରେ ମାମଲା ରୁଜୁ କରି ଥାନା ପକ୍ଷରୁ ତଦନ୍ତ ଜାରି ରଖିଥିବା ବେଳେ ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଲା ଯେ, ଅଡ୍ରି ପଞ୍ଚାୟତ ଅଧୀନରେ ଥିବା ବଡ଼ବଫଲା ଗ୍ରାମ ଚିତ୍ତ ଗୌଡ଼ ଅତୃ ଗୌଡ଼, ବିକ୍ରମ ଗୌଡ଼ ଓ ଟାଙ୍ଗିରୀ ଗ୍ରାମର ଗୋପୀ ଗୌଡ଼, ସୁଶାନ୍ତ ନାଏକଙ୍କୁ ବୁଧବାର କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

ଏଣିକି ବାଇକ୍‌ କି କାର୍‌ରେ ଭରିପାରିବେନି ଫୁଲ୍‌ ଟ୍ୟାଙ୍କ୍‌ ପେଟ୍ରୋଲ! ତେଲ ସଙ୍କଟ ଭିତରେ ଆସିଲା ବଡ଼ ଖବର

ପାଟନା,୧୬।୫: ପାଟନାରେ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବଂ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଆଲୋଚନା ମଧ୍ୟରେ, ପେଟ୍ରୋଲ ପମ୍ପଗୁଡ଼ିକରେ ଭିଡ଼ ବଢ଼ିବା ଆରମ୍ଭ ହୋଇଛି। ଅନେକ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri