ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ କର୍ତ୍ତୃପକ୍ଷ କୁମ୍ଭୀରଙ୍କ ପୋଷ୍ଟମର୍ଟମ କରିଛନ୍ତି । ମତ୍ୟୁର ପ୍ରକୃତ କାରଣ ରିପୋର୍ଟ ଆସିବା ପରେ ଜଣାପଡ଼ିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସୋମବାର ଖୋଲା ରହିବ ନନ୍ଦନକାନନ

 

ନନ୍ଦନକାନନ ପ୍ରାଣୀଉଦ୍ୟାନ (ଏନଜେଡପି)ରେ ଅଗଷ୍ଟରେ ଏକ ଧଳା ବାଘ ଶାବକର ମତ୍ୟୁ ହୋଇଥିଲା ।
ଏହି ଶାବକ ଜୁନ ୭ ତାରିଖରେ ବାଘୁଣୀ ମୌସୁମୀ ଓ ବାଘ ରାଜେଶଙ୍କ ମିଳନରୁ ଜନ୍ମ ହୋଇଥିଲା। ରିପୋର୍ଟ ଅନୁସାରେ, ଶାବକଟି ଜନ୍ମରୁ ଅସୁସ୍ଥ ଥିଲା। ଏହାକୁ ମା’ଠାରୁ ଅଲଗା ରଖି ନନ୍ଦନକାନନର ପଶୁ ଚିକିତ୍ସା ଘରେ ବିଶେଷ ଯତ୍ନରେ ରଖାଯାଇଥିଲା। ତଥାପି, ଶାବକଟିର ମୃତ୍ୟୁ ହୋଇଥିଲା

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri