ପିଡିଟି ଉପରେ ୫ଦିନିଆ ସଚେତନତା ଶିବିର

ଥୁଆମୂଳ ରାମପୁର,୧ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହଠାରେ ଜାତୀୟ ପଞ୍ଚାୟତ ପୁରସ୍କାର ଓ ପଞ୍ଚାୟତ ବିକାଶ ସୂଚୀ (ପିଡିଟି) ଉପରେ ୫ଦିନିଆ ସଚେତନତା ଶିବିର ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଆର୍‌ଏସ୍‌, ପିଇଓ, ଅଙ୍ଗନଓ୍ବାଡି କର୍ମୀ, ଆଶା କର୍ମୀ, ସରପଞ୍ଚ, ସମିତି ସଭ୍ୟାସଭ୍ୟ ଅଂଶଗ୍ରହଣ କରିଥିଲେ। ତାଲିମଦାତା ଭାବରେ ଅଞ୍ଜଳି ସିଂହ ଓ ଅନ୍ୟ କର୍ମକର୍ତ୍ତା ଯୋଗଦେଇ ପିଡିଟି, ଡିଜିଟାଲ ଜ୍ଞାନ, ସ୍ବୟଂସମ୍ପୂର୍ଣ୍ଣ ଅଧିକାର ବିଷୟ ଉପରେ ତାଲିମ ପ୍ରଦାନ କରିଥିଲେ। ଶିବିରକୁ ଜିପିଓ ତ୍ରିଲୋଚନ ନାଏକ ପରିଚାଳନା କରିଥିବା ବେଳେ ବିଳାସ ନାଏକ ଓ ଜିଆର୍‌ଏସ୍‌ କବିତା ମାଝୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri