Posted inଜାତୀୟ

୭ ରାଜ୍ୟରେ ୫ ଦିନିଆ ଅସହ୍ୟ ତାତି, ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୫।୪ : ଭାରତ ଚଳିତ ବର୍ଷ ଦେଶରେ ମାର୍ଚ୍ଚ ମାସରେ ପ୍ରବଳ ତାତି ଅନୁଭୁତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଦେଶର ୭ଟି ରାଜ୍ୟରେ ଆସନ୍ତା ୫ ଦିନ ପାଇଁ ଅସହ୍ୟ ତାତି ସହିତ ଲୁ ଚେତାବନୀ ଜାରି କରାଯାଇଛି।
ଜମ୍ମୁ ଡିଭିଜନ, ହିମାଚଳ ପ୍ରଦେଶ, ହରିୟାଣା, ଦିଲ୍ଲୀ, ଉତ୍ତରପ୍ରଦେଶ, ରାଜସ୍ଥାନ, ମଧ୍ୟପ୍ରଦେଶ ପ୍ରବଳ ଗରମ ହେବା ସହିତ ଝାଞ୍ଜି ପବନ ବହିବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏପ୍ରିଲ୍‌ ୫ରୁ ୮ ମଧ୍ୟରେ ପଶ୍ଚିମବଙ୍ଗ ଏବଂ ସିକିମ୍‌ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ପରେ ତାପମାତ୍ରାରେ କିଛିଟା ପରିବର୍ତ୍ତନ ହେବାର ଆଶା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ବୁଧବାର ମେଘାଳୟ ଏବଂ ଅରୁଣାଚଳପ୍ରଦେଶରେ ବର୍ଷା ହେବାର ସମ୍ଭାବନା ରହିଛି।

ଏପ୍ରିଲ୍‌ ୯ ବେଳକୁ ବଙ୍ଗୋପ ସାଗରର ଉପକୂଳବର୍ତ୍ତୀ ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ପବନର ବେଗ ତୀବ୍ର ହେବାର ପୂର୍ବାନୁମାନ କରାଯାଇଛି। ଏହା ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ କହିଛି। ଏହି ସମୟରେ ମାଛ ଧରିବା ପାଇଁ ସମୁଦ୍ରକୁ ଯିବାକୁ ଧୀବରଙ୍କୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri