Posted inଜାତୀୟ

ଖାଇକୁ ଖସିଲା ବସ୍‌: ୫ ମୃତ,୧୫ ଆହତ

ଶ୍ରୀନଗର,୨୧।୧: ଜମ୍ମୁ-କଶ୍ମୀରରେ ଏକ ମିନି ବସ୍‌ ଭାରସାମ୍ୟ ହରାଇ ଖାଇକୁ ଖସିପଡିଛି। ଫଳରେ ଜଣେ ମହିଳାଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାଠୁଆ ଜିଲାର ବିଲ୍ଲାଓ୍ବାର ଅଞ୍ଚଳରେ ଶୁକ୍ରବାରଏହି ଘଟଣା ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତୋଶ୍ରୀରେ ହନୁମାନ ଚାଳିସା ପାଠ,ନବନୀତ-ରବି ଗିରଫ…

ମୁମ୍ବାଇ, ୨୩।୪ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବାସଭବନ ମାତୋଶ୍ରୀରେ ହନୁମାନ ଚାଳିସା ପାଠକୁ ନେଇ ବିବାଦ ଥମିବାର ନା ଧରୁନି। ଶିବସେନା କର୍ମକର୍ତ୍ତାଙ୍କ...

ଗୋଟିଏ ସମୟରେ ୩ଟି ବିମାନ ଦୁର୍ଘଟଣାଗ୍ରସ୍ତ, ଭରତପୁରରେ ଚାଟାର୍ଡ ପ୍ଲେନ, ମୋରେନାରେ ସୁଖୋଇ-ମିରାଜ ହରାଇଲା ନିୟନ୍ତ୍ରଣ

ଭୋପାଳ/ଜୟପୁର,୨୮ ।୧: ମଧ୍ୟପ୍ରଦେଶର ମୋରେନା ଜିଲାରେ ଶନିବାର ସକାଳେ ସୁଖୋଇ-୩୦ ଓ ମିରାଜ ୨୦୦୦ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ରତିରକ୍ଷା ସୂତ୍ରରୁ ମିଳିଥିବା ସୂଚନା...

ଦିଲ୍ଲୀ ହିଂସା: ତାହିରଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ ବ୍ରାଞ୍ଚ ଟିମ୍‌

ନୂଆଦିଲ୍ଲୀ,୨୮।୨: ସାମୂହିକ ଭାବେ ବହିଷ୍କୃତ ହୋଇଥିବା ଆମ ଆଦମୀ ପାର୍ଟି (ଏଏପି) ନେତା ତାହିର ହୁସେନଙ୍କ ଅଡ଼ୁଆ ଏବେ ବଢ଼ିବାରେ ଲାଗିଛି। ତାହିରଙ୍କ ବିରୋଧରେ ଉତ୍ତର-ପୂର୍ବ...

ଭୂକମ୍ପରେ ଥରିଲା ମଣିପୁର

ଇମ୍ଫାଲ,୨୩।୯: ମଣିପୁରରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ମଣିପୁରର ମୋଇରାଙ୍ଗରରୁ ୧୦୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବରେ ଜୋରରେ ଭୂକମ୍ପ ଝଟ୍‌କା ଅନୁଭୂତ...

ପୁରୀ ଜଗନ୍ନାଥଙ୍କ ରଙ୍ଗ ଭଳି ନିର୍ମାଣ ହେବ ନେତାଜୀଙ୍କ ମୂର୍ତ୍ତି

ନୂୂଆଦିଲ୍ଲୀ,୨୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଘୋଷଣା କରିଥିଲେ। ଏହି ପ୍ରତିମୂର୍ତ୍ତିକୁ ପୁରୀ ପ୍ରଭୁ ଜଗନ୍ନାଥଙ୍କ...

ଅରୁଣାଚଳ ପ୍ରଦେଶରୁ ମିଳିଲା ବିରଳ କଇଁଚ୍ଛ

ଇଟାନଗର: ବିରଳ ପ୍ରଜାତିର କଇଁଚ୍ଛ ‘ମନୌରିଆ ଇମ୍ପ୍ରେସା’ ଏବେ ଅରୁଣାଚଳ ପ୍ରଦେଶରେ ଦ୍ୱିତୀୟ ଥର ଦେଖିବାକୁ ମିଳିଛି। ଏହା ପ୍ରଥମଥର ଜୁନ, ୨୦୧୯ରେ ଦେଖିବାକୁ ମିଳିଥିଲା।...

ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନଙ୍କ ପରଲୋକ

ଲକ୍ଷ୍ନୌ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନ କରୋନାରେ ପ୍ରାଣ ହରାଇଛନ୍ତି। କରୋନା...

ଉତ୍ତରାଖଣ୍ଡରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ ହେଲେ ବଡ଼ କ୍ଷତି ସହିବାକୁ ପଡ଼ିବ: ହରିଶ ରାଓ୍ବତ

ଡେରାଡୁନ,୩୧।୮: ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ରାଓ୍ବତଙ୍କ ଏକ ବଡ଼ ମନ୍ତବ୍ୟ ସାମ୍ନାକୁ ଆସିଛି। ଦେବଭୂମି ଉତ୍ତରାଖଣ୍ଡରେ ପର୍ଯ୍ୟାୟ କ୍ରମେ ମଦ...

Advertisement
Archives

Model This Week