Posted inଜାତୀୟ

ଭୁଶୁଡ଼ିଲା ନିର୍ମାଣଧିନ କୋଠା,୫ ମୃତ

ନୂଆଦିଲ୍ଲୀ,୧୫।୭: ରାଜଧାନୀ ଦିଲ୍ଲୀର ଅଲୀପୁର ଅଞ୍ଚଳରେ ଶୁକ୍ରବାର ନିର୍ମାଣଧିନ କୋଠା ଭୁଶୁଡ଼ି ପଡ଼ିଛି । ଏଥିରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ଏବେବି ଅନେକ ଶ୍ରମିକ ଚାପି ହୋଇ ରହିଥିବା କୁହାଯାଉଛି । ଖବରପାଇ ଅଗ୍ନିଶମ ଅଧିକାରୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଛନ୍ତି। ତେବେ ୯ ଜଣ ଆହତ ଶ୍ରମିକଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ଦିଲ୍ଲୀ ପୋଲିସ ସୂଚନା ଦେଇଛି। ତେବେ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିପୁରା ହୋଟେଲରେ ଅଟକ ପ୍ରଶାନ୍ତ କିଶୋରଙ୍କ ଟିମ୍‌

କୋଲକାତା, ୨୬।୭: ନିର୍ବାଚନ ରଣନୀତି ବିଶାରଦ ପ୍ରଶାନ୍ତ କିଶୋରଙ୍କ ଆଇପିଏସି (ଇଣ୍ଡିଆନ ପଲିଟିକାଲ ଆକ୍ସନ କମିଟି)ର ଏକ ଟିମ୍‌କୁ ତ୍ରିପୁରାର ଏକ ହୋଟେଲରେ ଅଟକ ରଖାଯାଇଥିବା...

ଶ୍ରମିକଙ୍କୁ ଗୁଳିମାଡ କଲେ ଆତଙ୍କବାଦୀ

ଶ୍ରୀନଗର,୨।୯: ଜମ୍ମୁକଶ୍ମୀରର ପୁଲୱାମାରେ ଜଣେ ଶ୍ରମିକଙ୍କ ଉପରେ ଆତଙ୍କବାଦୀମାନେ ଆଖିବୁଜା ଗୁଳିମାଡ କରିଛନ୍ତି। ଏଥିରେ ଶ୍ରମିକ ଜଣଙ୍କ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।...

୭୩ ବର୍ଷରେ ଭାରତ ଆସିଛନ୍ତି ୬ ଆମେରିକା ରାଷ୍ଟ୍ରପତି: ଟ୍ରମ୍ପ ୭ମ

ନୂଆଦିଲ୍ଲୀ,୨୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ଏନେଇ ଭାରତ ସରକାରଙ୍କ ପକ୍ଷରୁ ଜୋର୍‌ସୋର୍‌ ପ୍ରସ୍ତୁତି ଜାରି ରହିଛି।  ଭାରତ ସ୍ବାଧୀନ ହେବାର...

ଜେଡିୟୁ-ଶିବସେନା ପୂର୍ବରୁ ଥିଲେ ଭଲ, ଏବେ ହେଲେ ଦୁର୍ନୀତିଗ୍ରସ୍ତ: ମୋଦିଙ୍କୁ ସିବଲଙ୍କ ଜବାବ…

ନୂଆଦିଲ୍ଲୀ,୨୯।୩ : ରାଜ୍ୟସଭା ଏମପି କପିଲ ସିବଲ କ୍ରମାଗତ ଭାବେ ଶାସକ ଦଳକୁ ଟାର୍ଗେଟ କରୁଛନ୍ତି। ଏବେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା...

ସିଡିଏସ୍‌ ପଦବୀ ବିଭାଜନ ମସୁଧା

ନୂଆଦିଲ୍ଲୀ,୧୬ା୫: ପ୍ରାୟ ଅଢ଼େଇ ବର୍ଷ ତଳେ କେନ୍ଦ୍ର ସରକାର ଯେଉଁ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ପଦ ସୃଷ୍ଟି...

ନେତାମାନଙ୍କୁ ବାଟକୁ ଆଣିବା ପାଇଁ ଆବଦ୍ଧାବସ୍ଥାରେ କଶ୍ମୀର ହାଜତରେ: ଚାପୁଡ଼ା, ଗୋଇଠା ଓ ମୂଷା

ଶ୍ରୀନଗର,୩ା୧୨: ଜମ୍ମୁ ଓ କଶ୍ମୀର ସ୍ବାୟତ୍ତତା ହରାଇବାର ଦୁଇ ସପ୍ତାହ ପରେ ରାଜଧାନୀ ମୁଖ୍ୟାଳୟକୁ ସ୍ଥାନାନ୍ତର କରାଯାଇଆସୁଥିବା ୧୫୦ ବର୍ଷ ପୁରୁଣା ଷାଣ୍ମାସିକ ପରମ୍ପରାର ଉଚ୍ଛେଦ...

ବିନା ମାସ୍କରେ ନଜର ଆସିଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୦।୮: ଦୀର୍ଘ ସମୟରୁ ମହାରାଷ୍ଟ୍ର ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ଭାବେ ରହିଥିବା ବେଳେ ଏଠାରେ କୋଭିଡ-୧୯ର କଡ଼ା ନିୟମ ମଧ୍ୟ ପାଳନ କରାଯାଉଥିଲା। ବର୍ତ୍ତମାନ...

ଦିଲ୍ଲୀରେ ଭୂକମ୍ପ: ୟୁପି, ପଞ୍ଜାବରେ ଝଟକା

ନୂଆଦିଲ୍ଲୀ,୨୯ା୫-ଦିଲ୍ଲୀରେ ଶୁକ୍ରବାର ରାତିରେ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୬ ଥିବାବେଳେ କେନ୍ଦ୍ରସ୍ଥଳ ଦିଲ୍ଲୀଠାରୁ ୬୫ କିଲୋମିଟର ଦୂର...

Advertisement
Archives

Model This Week