ଅଶୋଧିତ ତୈଳରେ ୫ ଡଲାର ହ୍ରାସ

ନୂଆଦିଲ୍ଲୀ, ୨୩ା୬: ବୁଧବାର ଅଶୋଧିତ ତୈଳ ଦର ପ୍ରାୟ ୫ ଡଲାର ହ୍ରାସ ପାଇଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଫୁଏଲ୍‌ ଉପରେ ଟିକସ ହ୍ରାସ କରିବା ପରେ ଏହି ହ୍ରାସ ଦେଖାଦେଇଛି। ଏହାଦ୍ୱାରା ବ୍ରେଣ୍ଟ କ୍ରୁଡ୍‌ ଫ୍ୟୁଚର୍ସ ୪.୬୫ ଡଲାର ଅର୍ଥାତ୍‌ ୪.୧% ହ୍ରାସ ଘଟି ବ୍ୟାରେଲ ପିଛା ୧୧୦ ଡଲାର ହୋଇଥିବା ବେଳେ ୟୁଏସ୍‌ ଓ୍ବେଷ୍ଟ ଟେକ୍ସାସ୍‌ ଇଣ୍ଟରମିଡିଏଟ୍‌ ଫ୍ୟୁଚର୍ସରେ ୫.୦୮ ଡଲାର ଅର୍ଥାତ୍‌ ୪.୬% ହ୍ରାସ ଘଟି ବ୍ୟାରେଲ ପିଛା ୧୦୪.୪୪ ଡଲାରରେ ପହଞ୍ଚିଛି। ଏହାପରେ ବାଇଡେନ୍‌ ଗ୍ୟାସୋଲିନ୍‌ ଉପରେ ଟ୍ୟାକ୍ସ ହ୍ରାସ ପାଇଁ ପ୍ରସ୍ତାବ ଦେଇପାରନ୍ତି। ତେବେ ଆମେରିକାର ୨ ପ୍ରମୁଖ ରାଜନୈତିକ ଦଳ ଟ୍ୟାକ୍ସ ହ୍ରାସ କରିବା ଯୋଜନାକୁ ସମର୍ଥନ କରିନାହାନ୍ତି। ଚଳିତ ସପ୍ତାହରେ ୭ ଅଗ୍ରଣୀ ଅଏଲ୍‌ କମ୍ପାନୀର ସିଇଓ ଆମେରିକା ସରକାରଙ୍କ ସହ ଉତ୍ପାଦନ ବଢ଼ାଇବା ସମ୍ପର୍କରେ ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…

ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri