ଡୋନେସ୍କରେ ୫ ବିସ୍ଫୋରଣ, ରୁଷିଆ ଆକ୍ରମଣ କରିଥିବା ଆଶଙ୍କା !…

କ୍ୱିଭ୍‌/ମସ୍କୋ,୨୪।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଆରମ୍ଭ କରିଥିବା ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ବିଦ୍ରୌହୀଙ୍କ ଦଖଲରେ ଥିବା ୟୁକ୍ରେନର ପୂର୍ବ ଡୋନେସ୍କ ସହରରେ ପାଞ୍ଚ ଥର ବିସ୍ଫୋରଣର ଶୁଣିବାକୁ ମିଳିଛି। ଏହା ପରେ ଚାରିଟି ସାମରିକ ଟ୍ରକ ଘଟଣାସ୍ଥଳକୁ ଯାଇଥିବା କୁହାଯାଉଊଛି।

ନ୍ୟୁଜ ଏଜେନ୍ସି ରଏଟର୍ସର ଜଣେ ପ୍ରତ୍ୟକ୍ଷଦର୍ଶୀ ଏହି ସୂଚନା ପ୍ରଦାନ କରିଛନ୍ତି। ରୁଷିଆର ଆକ୍ରମଣକୁ ଦୃଷ୍ଟିରେ ରଖି ୟୁକ୍ରେନ ଏହାର କିଛି ବିମାନବନ୍ଦର ବନ୍ଦ କରିଦେଇଛି।

ଏନେଇ ଜାତିସଂଘର ଚିନ୍ତା ବଢ଼ିବାରେ ଲାଗିଛି। ମିଳିତ ଜାତିସଂଘ ସୁରକ୍ଷା ପରିଷଦ ପକ୍ଷରୁ ଏନେଇ ଜରୁରୀ ବୈଠକ ଡକାଯାଇଛି। କୂଟନୈତିକ ସୂତ୍ରରୁ ପ୍ରକାଶ ଯେ ଜାତିସଂଘ ସୁରକ୍ଷା ପରିଷଦ ତିନି ଦିନ ମଧ୍ୟରେ ଦ୍ୱିତୀୟ ଜରୁରୀକାଳୀନ ଅଧିବେଶନ କରିବାକୁ ଯାଉଛି। ଏଥିରେ ୟୁକ୍ରେନ ସଙ୍କଟ ଉପରେ ଆଲୋଚନା ହେବ। ଏହି ବୈଠକ ଗୁରୁବାର ଦିନ ଭାରତୀୟ ସମୟ ସକାଳ ୮ ଟାରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଲଣ୍ଡନ ବିଶ୍ୱ ବିଦ୍ୟାଳୟରେ ଚାଲିଛି ଭାରତ ବିରୋଧୀ ଅଭିଯାନ: ଭାରତୀୟ ଛାତ୍ରଙ୍କ ଅଭିଯୋଗ…

ଲଣ୍ଡନ,୪।୪ : ଜଣେ ଭାରତୀୟ ଛାତ୍ର ଦାବି କରିଛନ୍ତି ଯେ ସେ ଲଣ୍ଡନ ସ୍କୁଲ ଅଫ ଇକୋନୋମିକ୍ସରେ ଛାତ୍ର ସଂଗଠନ ନିର୍ବାଚନରୁ ଅଯୋଗ୍ୟ ହୋଇଛନ୍ତି। କାରଣ...

ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି, କ୍ୱିଭ୍ ବୋମାମାଡରେ ୨୦ ମୃତ

କ୍ୱିଭ,୩ ।୪: ରୁଷିଆ ୟୁକ୍ରେନ୍ ଯୁଦ୍ଧ ୪୦ ଦିନରେ ପହଞ୍ଚି ସାରିଲାଣି । ହେଲେ ଏବେବି ରୁଷିଆର ଆକ୍ରମଣ ଜାରି ରହିଛି । ରୁଷିଆ ୟୁକ୍ରେନର...

ଆଇଏସ୍‌ ଖୋରାସନ୍‌ ଉପରେ ଜାତିସଂଘର କଟକଣା

ଆଇଏସ୍‌ ଖୋରାସନ୍‌ ଉପରେ ଜାତିସଂଘର କଟକଣା ଜାତିସଂଘ,୧୬ା୫ : ଜାତିସଂଘ ପକ୍ଷରୁ ଆଇଏସ୍‌ର ଦକ୍ଷିଣ ଏସିଆ ଆତଙ୍କବାଦୀ ଶାଖା ‘ଆଇଏସ୍‌ ଖୋରାସନ୍‌’ ଉପରେ କଟକଣା ଲଗାଯାଇଛି।...

ଦୁଇଦିନ ପରେ ପୁଣି ଥରିଲା ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳ

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୬।୯: ଦୁଇ ଦିନ ପରେ ପୁଣି ଗୁରୁବାର ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ଥିଲା ବୋଲି ପାଣିପାଗ...

ମାସକରେ ୪,୦୦୦ ଚାକିରି ନେଇଛି ଏଆଇ

ଓ୍ବାଶିଂଟନ, ୫ା୬ : ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ଆମେରିକାରେ ମେ’ ମାସରେ ପ୍ରାୟ ୪,୦୦୦ ଲୋକଙ୍କ ଚାକିରି ଛଡ଼ାଇନେଇଛି। ଚ୍ୟାଲେଞ୍ଜର, ଗ୍ରେ ଆଣ୍ଡ କ୍ରିଷ୍ଟମାସ୍‌ ପକ୍ଷରୁ...

ଆମେରିକା ପରେ ଇସ୍ରାଏଲରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ

ଜେରୁଜେଲମ,୨୨ ।୧୨: ଡରାଇଲାଣି କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ । ଆମେରିକା ପରେ ଏବେ ଇସ୍ରାଏଲରେ ଓମିକ୍ରନର ପ୍ରଥମ ମୃତ୍ୟୁ ସାମ୍ନାକୁ ଆସିଛି ।...

କାହିଁକି ସାନ ଭଉଣୀଙ୍କୁ ଶକ୍ତିଶାଳୀ କରିବାକୁ ଚାହୁଁଛନ୍ତି କିମ୍‌

ପ୍ୟୋଙ୍ଗୟାଙ୍ଗ,୨୧।୮: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନଙ୍କ ସାନ ଭଉଣୀ କିମ୍‌ ୟୋ ଜୋଙ୍ଗ ଦେଶର ଦ୍ୱିତୀୟ ଶକ୍ତିଶାଳୀ ନେତା ପାଲଟି ଯାଇଛନ୍ତି।...

ଘର ଛାଡ଼ି ପଳାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୯।୮: ଶ୍ରୀଲଙ୍କାରେ ଜାରି ରହିଥିବା ଆର୍ଥିକ ସଙ୍କଟ ମଧ୍ୟରେ ପ୍ରଦର୍ଶନକାରୀ ଶନିବାର କଲମ୍ବୋ ସ୍ଥିତ ରାଷ୍ଟ୍ରପତିଙ୍କ ବାସଭବନକୁ ଘେରାଓ କରିଛନ୍ତି। ଏହାପରେ ରାଷ୍ଟ୍ରପତି ରାଜପାକ୍ସେ ରାଜଭବନରୁ...

Advertisement
Archives

Model This Week