ରାଜ୍ୟ ଟେନିସ୍‌ ବଲ୍‌ ଦଳରେ ଭଦ୍ରକରୁ ୫

ଭଦ୍ରକ ଅଫିସ, ୯।୩: ଜାତୀୟ ସ୍ତରୀୟ କନିଷ୍ଠ ଟେନିସ୍‌ ବଲ୍‌ ପ୍ରତିଯୋଗିତା ନିମନ୍ତେ ରାଜ୍ୟ ପକ୍ଷରୁ ଚୟନ ହୋଇଥିବା ଦଳରେ ଭଦ୍ରକ ଜିଲାରୁ ୫ଜଣ ଖେଳାଳି ସାମିଲ ହୋଇଛନ୍ତି। ଏହି ଖେଳାଳିମାନେ ବିହାର ଅଭିମୁଖେ ଯାତ୍ରା କରିଛନ୍ତି। ଏହି ପ୍ରତିଯୋଗିତା ବିହାରର ଦରଭଙ୍ଗା ଜିଲା ଠାରେ ଅନୁଷ୍ଠିତ ହେଉଛି। ଭଦ୍ରକ ଜିଲାରୁ ଦଳରେ ସାମିଲ ହୋଇଥିବା ଖେଳାଳି ମାନେ ହେଲେ ରୌନକ କୁମାର ମିଶ୍ର, ଚନ୍ଦନ ପାତ୍ର, ତୁଷାର ମାଇତି, ଲକ୍ଷ୍ମୀଧର ମହାରଣା, ଆଦିତ୍ୟ ନାୟକ। ଭଦ୍ରକ ଜିଲା ଟେନିସ୍‌ ବଲ ସଂଘର ସମ୍ପାଦକ ଦେବବ୍ରତ ଜେନା, ସଭାପତି ଜ୍ଞାନେନ୍ଦ୍ର ମହାନ୍ତି, ଉପସଭାପତି ମନୋଜ ଦାସ, କୋଷାଧ୍ୟକ୍ଷ ସାହିଦ୍‌ ଖାନ୍‌, କ୍ରୀଡ଼ା ପ୍ରଶିକ୍ଷକ ମନୋଜ କୁମାର ସାହୁ ଖେଳାଳିଙ୍କ ସଫଳତା କାମନା କରିବା ସହିତ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri