ଧରାପଡ଼ିଲେ ୫ ସୁନା ଚୋର

ରାୟଗଡ଼ା ଅଫିସ,୨ା୨: ରାୟଗଡ଼ା ପୋଲିସକୁ ଏକ ବଡ଼ଧରଣର ସଫଳତା ମିଳିଛି। ଜନୈକ ବ୍ୟବସାୟୀଙ୍କ ଘରୁ ଗତ ୧୯ ତାରିଖରେ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ ବୁଧବାର କରିବା ସହ ୫ ଜଣଙ୍କୁ ଗିରଫ ପୂର୍ବକ କୋର୍ଟ ଚାଲାଣ କରିଥିବା ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି। ସୂଚନା ମୁତାବକ ଜନୈକ ବହିଷ୍କୃତ ଗୃହରକ୍ଷୀ ରବି ମହାନନ୍ଦିଆ, ପରମି ଶ୍ରୀକାନ୍ତ, ଏହି ସୁନା ଚୋରି କରି କେ. ଅନିଲ କୁମାର, କେ ପ୍ରସାଦ ଓ ଭାରତୀ ସୁନା ଦୋକାନର ମାଲିକ କେ ସୁନିଲଙ୍କୁ ବିକ୍ରି କରିଥିବାରୁ ଏମାନଙ୍କୁ ଗିରଫ କରାଯାଇଥିବା ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମା ପ୍ରେସ୍‌ ମିଟରେ କହିଛନ୍ତି। ଉକ୍ତ ଅଭିଯୁକ୍ତମାନଙ୍କଠାରୁ ହାର, ୮ଟି ସୁନା ଚୁଡ଼ି ,୫ ହଳ କାନଫୁଲ, ମୁଦି ଆଦି ଅଳଙ୍କାର ଜବତ ହୋଇଥିବା ବେଳେ ତାହା ହାରାହାରି ୩୫୦ରୁ ୪୦୦ଗ୍ରାମ ସୁନା ଜବତ କରି ଉକ୍ତ ସୁନାର ମାଲିକ କେ ସାଇ ଶ୍ରୀନିବାସଙ୍କୁ ଫେରସ୍ତ କରଯାଇଛି। କେ ସାଇ ଶ୍ରୀନିବାସ କହିଛନ୍ତି, ଅଧା ସୁନା ମିଳିଥିବା ବେଳେ ଆହୁରି ୫୦ ଭାଗ ସୁନା ସହ ୯ ଲକ୍ଷ ଟଙ୍କା ଚୋରି ହୋଇଥିବା ବେଳେ ତାହା ମିଳି ନ ଥିବା କହିଛନ୍ତି। ଏହି ଘଟଣା ରାୟଗଡ଼ା ପୋଲିସ ପାଇଁ ଏକ ବଡ଼ ସଫଳତା ଓ ଏଥିପାଇଁ ପୋଲିସ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱବୋଧ କାର୍ଯ୍ୟ ପାଇଁ ଏସ୍‌ପି ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଏସଆଇଆର କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ କାର୍ଯ୍ୟ: ଗୁଡ଼ାରି BDO, ଇଓଙ୍କୁ ପୁରସ୍କୃତ କଲେ ଉପଜିଲାପାଳ

ଗୁଡାରି,୪।୧୦(ପ୍ରମୋଦ କୁମାର ପତି ): ସରକାରଙ୍କ ଏସଆଇଆର କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଗୁଡାରି ବିଡ଼ିଓ ତଥା ଏଇଆର ଓ ଶୁଚିସ୍ମିତା ବେହେରା ଏବଂ ଏନଏସି କାର୍ଯ୍ୟ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?