ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ୭ ସୁସ୍ଥ

ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ କ୍ୱାରାଣ୍ଟାଇନ୍‌ରେ ରହିଥିବା ବେଳେ ୪ ଲୋକାଲ କେସ ରହିଛି। ସହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଳ ଭଣ୍ଡାରରେ ଜିଲାର ଶତାଧିକ ସଙ୍ଗଠନ

ଜଗତସିଂହପୁର ଅଫିସ, ୧୨।୧୨: ଆବଶ୍ୟକ ବେଳେ ଅନେକ ସଙ୍ଗଠନ, ମଞ୍ଚ, ସମିତି, ପରିଷଦ, ସଂଘ, ଟ୍ରଷ୍ଟ, ମହାସଭା, ସଭା, ୟୁନିୟନ ଆଦି ସୃଷ୍ଟି କରାଯାଏ। ଏସବୁ...

ରାଜ୍ୟରେ ବେକାବୁ କରୋନା: ଆଜି ଚିହ୍ନଟ ହେଲେ ୩୮୧୦ ଆକ୍ରାନ୍ତ, କେବଳ ଖୋର୍ଦ୍ଧାରୁ ୭୯୭

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୩୮୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨୮୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୫୨୪ ଲୋକାଲ କଣ୍ଟାକ୍ଟ ରହିଛି। ଏହାକୁ ମିଶାଇ...

ବହୁମତ ଅଛି ତ ସରକାର ଗଢୁ ଭାଜପା: ସଞ୍ଜୟ ରାଓ୍ବତ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୧୩ ଦିନ ପରେ ବି ରାଜ୍ୟରେ ନୂଆ ସରକାର ଗଠନକୁ ନେଇ ଅନିଶ୍ଚିତତା ଲାଗି ରହିଛି।...

CORONAVIRUS UPDATE: ଆଉ ନୂଆ ୯୦ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

ଭୁବନେଶ୍ୱର,୪।୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ପୁଣି ୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଙ୍କ୍ୟା ୨୪୭୮କୁ ବୃଦ୍ଧି ପାଇଥିବା ରାଜ୍ୟ...

CORONAVIRUS UPDATE: ରାଜ୍ୟରେ ୨୯ ଜିଲାରୁ ୩୨୧୯ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ପୁଣି ୭୦୦ ପାର

ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ପୁଣି ୩୨୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ଖଟିଆରେ ବୃଦ୍ଧାଙ୍କୁ ଟାଣି ଟାଣି ବ୍ୟାଙ୍କ ନେବା ଘଟଣା: ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ବରଗାଁ ମ୍ୟାନେଜର ନିଳମ୍ବିତ

ନୂଆପଡ଼ା ଅଫିସ,୧୫ା୬-ନୂଆପଡା ଜିଲା ଖଡିଆଳ ବ୍ଲକ ବରଗାଁ ରାସ୍ତାରେ ଜନଧନ ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଜଣେ ଶତାୟୁ ମହିଳାଙ୍କୁ ଖଟିଆରେ ଶୁଆଇ ଟାଣି ଟାଣି ବ୍ୟାଙ୍କ...

୧ରୁ ବଟାନିକାଲ ଗାର୍ଡେନରେ ବଣଭୋଜି

ବାରଙ୍ଗ, ୨୭।୧୧ (ଡି.ଏନ୍‌.ଏ.): ଶୀତ ସହ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ରାଜ୍ୟର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପର୍ଯ୍ୟଟକ ଯିବା ଆରମ୍ଭ ହୋଇଗଲାଣି। ଏହି...

ସେନା ଚାକିରି ପାଇଁ ୨୨୦ କି.ମି. ଦୌଡ଼ିଲେ ସୌରଭ

ପୁରୀ ଅଫିସ, ୨୧।୨:ଭାରତୀୟ ସେନାରେ ଯୋଗଦେବାକୁ ପିଲାଟି ଦିନରୁ ରହିଛି ଆଗ୍ରହ। ବାପା ବି ଚାହୁଁଛନ୍ତି ତାଙ୍କ ପୁଅ ସୈନ୍ୟ ବାହିନୀରେ ଯୋଗଦେଇ ଦେଶ ମାତୃକାର...

Advertisement


Archives

Model This Week