ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶର,୧।୪(ବ୍ୟୁରୋ): ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଚାଉଳ। ଏ ନେଇ ଶୁକ୍ରବାର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପୁଣି ୬ ମାସ ପାଇଁ ଏହାର ଅବଧି ବୃଦ୍ଧି କରିଛନ୍ତି। ଏପ୍ରିଲରୁ ସେପ୍ଟେମର ପର୍ଯ୍ୟନ୍ତ ହିତାଧିକାରୀଙ୍କୁ ପ୍ରତିମାସ ଅତିରିକ୍ତ ୫ କେ.ଜି ମାଗଣା ଚାଉଳ ମିଳିବ। ଏହାଦ୍ୱାରା ୮ ଲକ୍ଷ ୯ ହଜାର ହିତାଧିକାରୀ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜଧାନୀରୁ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୧୯

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୭ ସ୍ଥାନୀୟ...

କାର୍ଯ୍ୟକାରୀ ହେଲାନି କ୍ୟାବିନେଟ ନିଷ୍ପତ୍ତି

ଯାଜପୁର ଅଫିସ,୨ା୪: ସରକାରୀ ଚାକିରିରେ ଥାଇ ମୃତ୍ୟୁ ଘଟୁଥିବା କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ପୁନଃ ଥଇଥାନ ସହାୟତା ବା ରିହାବିଲିଟେଶନ ଆସିଷ୍ଟାଣ୍ଟ (ଆର୍‌ଏ) ନିଯୁକ୍ତିରେ କେବଳ...

କ୍ରମାଗତ କମୁଛି ହସ୍ତତନ୍ତ ସାମଗ୍ରୀ ରପ୍ତାନି: ୨ ବର୍ଷରେ ୨୩୫ କୋଟିରୁ ୭ଲକ୍ଷ ଟଙ୍କାକୁ ଖସିଲା

ଭୁବନେଶ୍ୱର,୨।୩(ବ୍ୟୁରୋ): ଅନ୍ତର୍ଜାତୀୟ ବଜାରରେ ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପର ଲୋକପ୍ରିୟତା ବଢୁଛି। ତାରକସୀ କାମ ସହ ପଥର ମୂର୍ତ୍ତି, ପିପିଲି ଚାନ୍ଦୁଆ ଓ ବିଭିନ୍ନ ସାଜସଜ୍ଜା...

ହାତୀ ଫେରିଲେ ପଶୁଛି ଛନକା

ବଇଣ୍ଡା, ୨୭ା୭ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ରେଞ୍ଜରେ ଥମୁନି ହାତୀ ଉପଦ୍ରବ। ରେଢାଖୋଲ ବନାଞ୍ଚଳରୁ ଏକ ହାତୀପଲ ହଣ୍ଡପା ରେଞ୍ଜକୁ ବାରମ୍ବାର ପଶିଆସି...

ରାଜେଶଙ୍କୁ ‘ପ୍ରାଣୀମିତ୍ର’ ସମ୍ମାନ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ନନ୍ଦନକାନନର ବାୟୋଲୋଜିଷ୍ଟ ଡ. ରାଜେଶ କୁମାର ମହାପାତ୍ରଙ୍କୁ ଜାତୀୟ ସ୍ତରୀୟ ‘ପ୍ରାଣୀମିତ୍ର’ ସମ୍ମାନ ମିଳିଛି। ସୋମବାର ଅନୁଷ୍ଠିତ ଭର୍ଚୁଆଲ କାର୍ଯ୍ୟକ୍ରମରେ କେନ୍ଦ୍ର ଜଙ୍ଗଲ,...

କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଉଚ୍ଛେଦ ଦାବି

କେନ୍ଦୁଝର, ୧।୧(ସ୍ବ.ପ୍ର.) କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଉଚ୍ଛେଦ ଓ ଅନ୍ୟାନ୍ୟ ଦାବି ନେଇ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ...

୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଜୁନ୍‌ ୮ ଓ ୯ରେ ଓଜେଇଇର କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଥମ ଥର ପାଇଁ ଅନ୍‌ଲାଇନ୍‌ରେ ଏହି...

ଅଦିନିଆ ରଥଯାତ୍ରାକୁ ନେଇ ଥାନାରେ ଏତଲା

ପୁରୀ ଅଫିସ,୩।୨: ବମ୍ବେରେ ଇସ୍କନ ପକ୍ଷରୁ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ପ୍ରତିବାଦ ତେଜିବାରେ ଲାଗିଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର...

Advertisement
Archives

Model This Week