Posted inଜାତୀୟ

ମାଲଦା ପ୍ଲାଷ୍ଟିକ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମାଲଦା,୧୯ା୧୧-ପଶ୍ଚିମବଙ୍ଗର ମାଲଦା ଜିଲା ସୁଜାପୁର ଅଞ୍ଚଳରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ଗୁରୁବାର ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ଅନ୍ୟପଟେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଗୁରୁତରଙ୍କ ପରିବାରକୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶ ଅମ୍ବାନୀଙ୍କ 0 ଦରମା; ୬ ବର୍ଷରେ ବି ନେବେନି, ଆୟର ଉତ୍ସ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୨୮।୫: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହି ବର୍ଷ ପୁଣି ଥରେ କମ୍ପାନୀରୁ ଦରମା ନେବେ ନାହିଁ ବୋଲି…

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ…

Twisha Death Case: ଗିରଫ ହେଲେ ଗିରିବାଳା

ନୂଆଦିଲ୍ଲୀ,୨୮।୫: ମଧ୍ୟପ୍ରଦେଶର ଭୋପାଳରେ ଟ୍ବିଶା ଶର୍ମାଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ନିରନ୍ତର ଅପଡେଟ ସାମ୍ନାକୁ ଆସୁଛି। ଏହି ସଦ୍ୟତମ ଘଟଣାକ୍ରମରେ, ପୂର୍ବତନ ବିଚାରପତି ଗିରିବାଳା ସିଂହଙ୍କ ସାମ୍ନାରେ…

ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ।…

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri