Posted inଜାତୀୟ

ଟ୍ରକ୍‌ ସହ ପିଟି ହେଲା କାର୍‌, ଗଲା ୫ ଜୀବନ

ନୂଆଦିଲ୍ଳୀ,୩।୩: ଦିଲ୍ଲୀ-ଜୟପୁର ହାଇଓ୍ବେ’ରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ କାର୍‌-ଟ୍ରକ୍‌ ପିଟି ହୋଇଯାଇଥିଲା। ଫଳରେ କାର୍‌ରେ ଥିବା ୫ ଜଣଙ୍କ ମୃତ୍ୟୁ ଘଟିଥିବା ଗୁରଗାଓ ଏସ୍‌ଆଇ ଗଜେନ୍ଦର ସିଂ ପ୍ରକାଶ କରିଛନ୍ତି। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀର-ଲଦାଖରେ ନିର୍ମାଣ ହେବ ୧୦ ସୁଡ଼ଙ୍ଗ: ଏଲ୍‌ଏସି-ଏଲ୍‌ଓସିରେ ଶୀଘ୍ର ପହଞ୍ଚିବ ସହାୟତା

ନୂଆଦିଲ୍ଲୀ, ୨୧।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଯବାନଙ୍କ ପାଖରେ ଶୀଘ୍ର ସହାୟତା ପହଞ୍ଚାଇବା ପାଇଁ ଲଦାଖ ଏବଂ କଶ୍ମୀରର ଉଚ୍ଚ ପାହାଡ଼ରେ ୧୦ ସୁଡ଼ଙ୍ଗ ନିର୍ମାଣ...

ସ୍ବାମୀଙ୍କ ମୃତଦେହକୁ ଟ୍ରଲି ବ୍ୟାଗ୍‌ରେ ଭରି ଡ୍ରେନରେ ଫିଙ୍ଗିଦେଲେ

ନୂଆଦିଲ୍ଲୀ,୨୮।୮: ଗତ ୧୦ ତାରିଖରେ ରାଜଧାନୀର ସୁଖଦେବ ବିହାରର ଡ୍ରେନରୁ ଏକ ଟ୍ରଲି ବ୍ୟାଗରୁ ମିଳିଥିଲା ଜଣେ ପୁରୁଷଙ୍କ ମୃତଦେହ। ପାଣିରେ ରହି ରହି ମୃତଦେହ...

ଘୋଡ଼ାବେପାର ଉଦ୍ୟମ କରୁଛି ଭାଜପା

ମୁମ୍ବାଇ,୧୭ା୧୧(ପି.ଟି.): ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅସାମର୍ଥ୍ୟ ପ୍ରକାଶ କରିଥିବା ଭାଜପା ଶୁକ୍ରବାର ପୁଣି ଥରେ ଏଥିପାଇଁ ଆଗ୍ରହ ପ୍ରକାଶ କରିଥିବାରୁ ଏହା ଘୋଡ଼ାବେପାରର ସୂଚନା...

ଗୁପ୍ତଚରୀ ପାଇଁ ଅନ୍ତର୍ଜାତୀୟ କଲ୍‌କୁ ଲୋକାଲ କଲ୍‌ରେ କରାଯାଉଥିଲା ପରିବର୍ତ୍ତନ

ବେଙ୍ଗାଲୁରୁ,୨୨।୬: ଭାରତୀୟ ସେନାର ସମ୍ବେଦନଶୀଳ ତଥ୍ୟ ପାକିସ୍ତାନକୁ ଦେଉଥିବା ଏକ ର଼୍ୟାକେଟକୁ ଠାବ କରାଯାଇଛି। କର୍ନାଟକ ପୋଲିସ ଓ ସାମରିକ ଗୋଇନ୍ଦା ଅଧିକାରୀଙ୍କ ମିଳିତ ଚଢ଼ାଉ...

ସିଦ୍ଧୁ ମୁସେୱାଲା ହତ୍ୟାକାଣ୍ଡ: ୨ ଯୁବକ ଅଟକ, ହତ୍ୟାରେ ବ୍ୟବହୃତ ବୋଲେରୋ ସହ ଅଛି ସମ୍ପର୍କ

ଚଣ୍ଡିଗଡ଼,୩ ।୬: ପଞ୍ଜାବି ସିଙ୍ଗର ସିଦ୍ଧୁ ମୁସେୱାଲା ହତ୍ୟା ଘରଣାର ଖିଅ ଖୋଜି ଚାଲିଛି ପଞ୍ଜାବ ପୋଲିସ । ପୋଲିସର ଏକ ଟିମ ଗୁରୁବାର ଫତେହାବାଦ...

ଫ୍ରାନ୍ସ ଆତଙ୍କବାଦୀ ଆକ୍ରମଣକୁ ନେଇ ବିବାଦୀୟ ବୟାନ ଦେଇ ଫସିଲେ ମୁନବ୍ୱର

ଲକ୍ଷ୍ନୌ,୨ ।୧୧: ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣକୁ ନେଇ ବିବାଦୀୟ ବୟାନ ଦେଇଥିବା ଜଣାଶୁଣା ଶାୟର ମୁନବ୍ୱର ରାଣାଙ୍କ ବିରୋଧରେ ଲକ୍ଷ୍ନୌର ହଜରତଗଞ୍ଜ କୋତୱାଲିରେ ଏଫ୍‌ଆଇଆର୍ ଦିଆଯାଇଛି...

ସେନାରେ ପୁଲ୍‌ଓ୍ବାମା ଶହୀଦଙ୍କ ସ୍ତ୍ରୀ

୨୦୧୯ ଫେବୃୟାରୀ ୧୪ ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ମେଜର ବିଭୂତି ଶଙ୍କର ଧୌଣ୍ଡିୟାଲଙ୍କ ସ୍ତ୍ରୀ ନିକିତା କୌଲ ଶନିବାର ଭାରତୀୟ ସେନାରେ ସାମିଲ ହୋଇଛନ୍ତି।...

ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ଗିରଫ

ନୂଆଦିଲ୍ଲୀ,୨୦।୮: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀଙ୍କୁ ମଙ୍ଗଳବାର ସକାଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ୩୫୪ କୋଟି ଟଙ୍କାର ବ୍ୟାଙ୍କ ଦୁର୍ନୀତି...

Advertisement
Archives

Model This Week