Categories: ଜାତୀୟ

ବାଣ କାରଖାନାରେ ବିସ୍ଫୋରଣ: ୫ ମୃତ

ତାମିଲନାଡୁ,୧୦।୧୧: ତାମିଲନାଡୁର ମଦୁରାଇ ଜିଲାର ଭାଡାକମ୍ପଟ୍ଟୀ ନିକଟରେ ଥିବା ବାଣ କାରଖାନାରେ ଗୁରୁବାର ବିସ୍ଫୋରଣ ଘଟିଛି। ଏହି ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ ବିସ୍ଫୋରଣର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

Share