Posted inରାଜ୍ୟ

ମାଲକାନଗିରି ରାସ୍ତା ଦୁର୍ଘଟଣାରେ ୫ ଶ୍ରମିକ ମୃତ, ଅନୁକମ୍ପା ମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୫।୧୧: ଶନିବାର ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ଶ୍ରମିକ ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତ ୮ ଜଣ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତାହତ ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଂଚଳର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri