Posted inଜାତୀୟ

ଆସାମ ବନ୍ୟାରେ ୫ ଲକ୍ଷ ପ୍ରଭାବିତ

ଗୁଆହାଟୀ,୨୩ା୬: ଆସାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାଯୋଗୁ ୧୨ ଜିଲାର ପାଖାପାଖି ୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ବନ୍ୟାରେ ଉଦାଲଗୁରି ଜିଲା ଟାମୁଲପୁରର ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବିଭାଗ ସୂଚନା ଦେଇଛି। ବକ୍ସା, ବାରପେଟା, ଚିରାଙ୍ଗ, ଡାରାଙ୍ଗ, ଧୁବ୍ରି, ଦିବ୍ରୁଗଡ଼, କାମରୁପ, କୋଖରାଝର, ଲଖିମପୁର, ନାଲବାରି, ସୋନିତପୁର ଏବଂ ଉଦାଲଗୁରି ଜିଲାର ୪,୯୫,୭୦୦ ଲୋକ ପ୍ରଭାବିତ ହେବା ଆଶଙ୍କା ଉପୁଜିଛି। କେବଳ ବାରପେଟାରେ ୩,୨୫,୬୦୦ ଲୋକ ପାଣି ଘେରରେ ଥିବାବେଳେ ନାଲବାରିରେ ୭୭,୭୦୦ ଏବଂ ଲଖିମପୁରରେ ୨୫,୭୦୦ ଲୋକ ପ୍ରଭାବିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?