ପିପିଲି ଥାନା ସମ୍ମୁଖରୁ ମହିଳାଙ୍କଠୁ ଝାମ୍ପି ନେଲେ ସାଢ଼େ ୫ ଲକ୍ଷ

ପିପିଲି,୧୨।୯: ପିପିଲି ଥାନା ସମ୍ମୁଖରୁ ମହିଳାଙ୍କଠୁ ଝାମ୍ପି ନେଲେ ସାଢ଼େ ୫ ଲକ୍ଷ ଟଙ୍କା। ୨ ଜଣ ହେଲମେଟ୍‌ ପିନ୍ଧି ବାଇକ୍‌ରେ ଆସି ଟଙ୍କା ଝାମ୍ପି ନେଇ ଚମ୍ପଟ୍‌ ମାରିଛନ୍ତି। ମହିଳାମାନେ ଏସ୍‌ବିଆଇରୁ SHG ଟଙ୍କା ଉଠାଇ ଗାଡ଼ି ପାଖକୁ ଆସିବା ବେଳେ ଏହି ଲୁଟ୍‌ ହୋଇଥିବା ସୂଚନା ମିଳିଛି। ଲୁଟେରାମାନେ ମୋଟ ୫ ଲକ୍ଷ ୫୮ ହଜାର ଟଙ୍କା ନେଇ ଯାଇଥିବା ଥାନାରେ ଏତଲା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରନାଥଙ୍କ ହତ୍ୟାକୁ ନେଇ ଏମିତି କଥା କହିଲେ ଶୁଭେନ୍ଦୁ ଅଧିକାରୀ ସଭିଏଁ ଚକିତ

କୋଲକାତା,୭।୫: ବୁଧବାର ପଶ୍ଚିମବଙ୍ଗରେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ଦେଶର ରାଜନୀତିରେ ଏକ ଅନ୍ଧାକାର ଅଧ୍ୟାୟ ଯୋଡିଛି। ଭାଜପା ନେତା ଏବଂ ମୁଖ୍ୟମନ୍ତ୍ରୀ ପଦର ଦୃଢ଼ ଦାବିଦାର…

ଛଟେଇ ବିରୋଧରେ ଗର୍ଜିଲା ବିଦ୍ୟୁତ୍‌ କର୍ମଚାରୀ ସଂଘ, କର୍ତ୍ତୃପକ୍ଷଙ୍କୁ ଚେତାବନୀ ଦେଇ କହିଲା…

ବନ୍ତ,୭ା୫(କିଶୋର କୁମାର ସେଠୀ): କର୍ମଚାରୀଙ୍କୁ ଛଟେଇ କରିବା ନିଷ୍ପତ୍ତିକୁ ନେଇ ଶ୍ରମିକ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର କର୍ମଚାରୀମାନେ ପ୍ରଥମେ ବନ୍ତ ସେକ୍ସନ କାର୍ଯ୍ୟାଳୟରେ…

ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗର ବଡ଼ ସୂଚନା, ଗଡିବ ୨୦୦….

ଭୁବନେଶ୍ବର,୭।୫: ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗ ପକ୍ଷରୁ ବଡ଼ ସୂଚନା ଦିଆଯାଇଛି । ଟ୍ବିନସିଟିରେ ମେଟ୍ରୋ ନୁହେଁ, ଏହା ବଦଳରେ ଗଡିବ ୨୦୦ ଇଲେକ୍ଟ୍ରିକ୍…

ଏହି ଦିନ ଆସାମରେ ଶପଥ ନେବେ ନୂଆ ସରକାର, ଯୋଗଦେବେ ପ୍ରଧାନମନ୍ତ୍ରୀ

ଗୁଆହାଟୀ,୭।୫: ଆସାମରେ ନୂତନ ସରକାରଙ୍କ ଶପଥ ଗ୍ରହଣ ସମାରୋହ ମେ ୧୨ ତାରିଖରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ଗୁଆହାଟୀର ଖାନାପାରାସ୍ଥିତ ଭେଟେନାରୀ ଫିଲ୍ଡରେ ଅନୁଷ୍ଠିତ ହେବ…

ବଙ୍ଗରେ ଭାଜପା ସରକାର ଗଠନରେ ବାଧା ସୃଷ୍ଟି କରିବା ପାଇଁ ଏହି ଯୋଜନା କଲେ ମମତା, ଚିନ୍ତାରେ ପଡିଲା ଭାଜପା

କୋଲକାତା,୭।୫: ପଶ୍ଚିମବଙ୍ଗରେ ୨୦୭ ଆସନରେ ବିପୁଳ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ଭାଜପା) ନୂତନ ସରକାର ଗଠନ ପାଇଁ ମେ ୯ ତାରିଖକୁ ତାରିଖ ଭାବରେ…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର…

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ…

ବାୟୁସେନା ଯବାନରୁ ଚନ୍ଦ୍ରନାଥ କେମିତି ହେଲେ ଶୁଭେନ୍ଦୁଙ୍କ ଡାହାଣ ହାତ? BJP  ପୂର୍ବରୁ TMC ସହ ଥିଲା ସମ୍ପର୍କ

କୋଲକାତା,୭।୫: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଏକ ବଡ଼ ଧରଣର ରକ୍ତପାତ ଦେଖିବାକୁ ମିଳିଛି। ବୁଧବାର ରାତିରେ ଭାଜପା ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri