ଆତ୍ମସମର୍ପଣ କଲେ ୫ ମାଓବାଦୀ

ମାଲକାନଗିରି,୩୧ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ପୋଲିସ ନିକଟରେ ୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସହ ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତିି। ଡିଏକେଏମ୍‌ଏସ୍‌ ଅଧ୍ୟକ୍ଷ ତଥା ୧ ଲକ୍ଷ ପୁରସ୍କାର ଘୋଷିତ ମାଓବାଦୀ ମାଙ୍ଗୁ ପୋଡାମ, ପାଇକୁ ତେଲା. ମୀନା ତେଲାମ, ରାଜୁ ତେଲାମ ଓ ମଲ୍ଲେକ ପୋଡାମ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ କହିଛନ୍ତି, ମାଓବାଦୀଙ୍କ ମଧ୍ୟରେ ଭେଦଭାବ ଚାଲିଥିବାରୁ ସେଥିରେ ସେମାନେ ଅତିଷ୍ଠ ହେବା ସହ ସରକାରଙ୍କ ଶାସନ ଓ ନୀତିରେ ପ୍ରଭାବିତ ହୋଇ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ବିଜାପୁର ପୋଲିସ ପକ୍ଷରୁ ୫ ଜଣଙ୍କୁ ୨୫ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବା ସହ ସରକାରଙ୍କ ଥଇଥାନ ନୀତି ଅନୁଯାୟୀ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ଦୁଲୁକିବ ସୁବଳୟା ଖେଳ ପଡିଆ ମଞ୍ଚ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଗଞ୍ଜାମ,୧୦।୫ (ବିଦ୍ୟାଧର ସାହୁ ): ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ସ୍ତରୀୟ ସାମାଜିକ ଅପେରା ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଆସନ୍ତା ୨୮ ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri