Odisha Elections 2024
Posted inଜାତୀୟ

ସମୁଦ୍ରରେ ବୁଡ଼ି ୫ ଡାକ୍ତରୀ ଛାତ୍ରୀଛାତ୍ର ମୃତ

ଚେନ୍ନାଇ , ୭।୫: ତାମିଲନାଡ଼ୁର କନ୍ୟାକୁମାରୀ ଉପକୂଳ ଲେମୁର ବେଳାଭୂମିରେ ସୋମବାର ୨ ଜଣ ଡାକ୍ତରୀ ଛାତ୍ରୀ ଓ ୩ ଜଣ ଡାକ୍ତରୀ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ ହରାଇଛନ୍ତି। ଲେମୁର ବେଳାଭୂମିରେ ସମୁଦ୍ର ଅଶାନ୍ତ ଥିବାରୁ ଏହା ଏବେ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। ଏହାସତ୍ତ୍ୱେ ମଧ୍ୟ କିପରି ଏହି ଛାତ୍ରୀଛାତ୍ର ସେଠାରେ ପହଞ୍ଚିଲେ ସେନେଇ ତଦନ୍ତ ଚାଲିଥିବା କନ୍ୟାକୁମାରୀ ଏସ୍‌ପି ଇ ସୁନ୍ଦରୂଥାନମ ସୂଚନା ଦେଇଛନ୍ତି। ସମସ୍ତ ମୃତକ ଛାତ୍ରୀଛାତ୍ର ତିରୁଚିରାପଲ୍ଲୀସ୍ଥିତ ଏସ୍‌ଆରଏମ ମେଡିକାଲ କଲେଜରେ ଶେଷ ବର୍ଷରେ ଅଧ୍ୟୟନ କରୁଥିଲେ। ଜଣେ ଛାତ୍ରଙ୍କ ସମ୍ପର୍କୀୟଙ୍କ ବିବାହରେ ଯୋଗଦେବାକୁ ସେମାନେ କନ୍ୟାକୁମାରୀ ଆସିଥିଲେ। ତେବେ ମୃତକଙ୍କ ମଧ୍ୟରୁ ୪ ଜଣ ତାମିଲନାଡ଼ୁର ହୋଇଥିବା ବେଳେ ଜଣେ ଆନ୍ଧ୍ରପ୍ରଦେଶର ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଜ୍ଜ୍ୱଳ ରେଭନ୍ନାଙ୍କ ବିରୋଧରେ ଜାରି ହେଲା ଓ୍ବାରେଣ୍ଟ୍‌, ଫେରାର ଅଛନ୍ତି ଅଭିଯୁକ୍ତ ଏମ୍‌ପି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ଏମ୍‌ପି ପ୍ରଜ୍ଜ୍ୱଳ ରେଭନ୍ନା ଯୌନ ଉତ୍ପୀଡ଼ନ ସହ ଜଡ଼ିତ ଭିଡିଓ ଭାଇରାଲ ହେବା ପରେ ଫେରାର ହୋଇଛନ୍ତି। ଏବେ ଏକ...

ନିର୍ବାଚନ ମଧ୍ୟରେ ରଶ୍ମିକାଙ୍କ ଉପରେ କାହିଁକି ରାଗିଲା କଂଗ୍ରେସ?

ନୂଆଦିଲ୍ଲୀ,୧୯।୫: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ‘ଅଟଳ ବିହାରୀ ବାଜପେୟୀ ସେୱ୍ରି-ନଭା ଶେଭା ଅଟଳ ସେଟୁ’ର ଏକ ପ୍ରମୋସନାଲ ଭିଡିଓ ପୋଷ୍ଟ କରିଥିବାରୁ ଅଭିନେତ୍ରୀ ରଶ୍ମିିକା...

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

କେଜରିଓ୍ବାଲଙ୍କ ଘରୁ ସିଲ ବନ୍ଦ ବାକ୍ସ ଧରି ବାହାରିଲା ପୋଲିସ

ନୂଆଦିଲ୍ଲୀ,୧୯।୫: ଏଏପି ଏମପି ଶ୍ୱାତି ମାଲିୱାଲଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ସଂପର୍କରେ ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ କଜେରିଓ୍ବାଲଙ୍କ ବାସଭବନରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରୁ...

ଅଖିଳେଶ-ରାହୁଲଙ୍କ ଜନସଭାରେ ହଙ୍ଗାମା: ଭାଷଣ ନ ଦେଇ ଫେରିଲେ ଦୁଇ ନେତା

ପ୍ର୍ରୟାଗରାଜ,୧୯।୫: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ବଡ଼ ଖବର ସାମ୍ନାକୁ ଆସିଛି। ଫୁଲପୁର ଲୋକ ସଭା ଆସନରେ ଆୟୋଜିତ କଂଗ୍ରେସ ଏବଂ ସମାଜବାଦୀ ପାର୍ଟୀର ମିଳିତ ଜନସଭାରେ ହଠାତ...

ହାଇଭୋଲ୍‌ଟେଜ୍‌ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍‌ରିଓ୍ବାଲ, କହିଲେ…

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ...

ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି

ଜୟପୁର,୧୯ା୫: ରାଜସ୍ଥାନର ଏଆର୍‌ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ...

ଏଏପି ଛାଡ଼ିବେ ସ୍ବାତୀ ମାଲିଓ୍ବାଲ! ଦଳ ଛାଡିଲେ ହରେଇବେ ରାଜ୍ୟ ସଭା ସିଟ୍‌

ନୂଆଦିଲ୍ଲୀ,୧୯।୫: ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଏବଂ ତାଙ୍କ ପାର୍ଟି ଆମ ଆଦମୀ ମଧ୍ୟରେ ସମ୍ପର୍କ ଧିରେଧିରେ ବିଗିଡିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri