ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ସମ୍ପୃକ୍ତ କର୍ମଚାରୀଙ୍କୁ ହୋମ୍‌ ଆଇସୋଲେଶନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
କିଛିଦିନ ତଳେ ବିଧାନସଭାରେ ଏକ କମିଟି ମିଟିଂ ହୋଇଥିଲା। ମିଟିଂରେ ଯୋଗ ଦେଇଥିବା ଜଣେ ବିଧାୟକଙ୍କର ସ୍ବାବ୍‌ ପଜିଟିଭ ଆସିଥିଲା। ବିଧାୟକ କରୋନାରେ ଆକ୍ରାନ୍ତ ହେବା ପରେ ସବୁ କର୍ମଚାରୀଙ୍କୁ ଟେଷ୍ଟ ପାଇଁ କୁହାଯାଇଥିଲା। ୩ ଦିନ ତଳେ ସେମାନଙ୍କର କୋଭିଡ୍‌ ଟେଷ୍ଟ କରାଯାଇଥିଲା। ଏବେ ରିପୋର୍ଟ ପଜିଟିଭ ଆସିଛି। ଏହି କାରଣରୁ ବିଧାନସଭାକୁ ଆସନ୍ତା ୩୧ ତାରିଖ ଯାଏ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଥିବା ବାଚସ୍ପତି ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବନ୍ଦ ରହିବ ବିଏମ୍‌ସି ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବିଏମ୍‌ସି ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ । ୩୧ରୁ ୨ ତାରିଖ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ...

ଲକ୍‌ଡାଉନ୍‌ ପାଇଁ ବଢ଼ିଛି ସେକ୍ସ ଟଏ ବିକ୍ରି

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଏବେ ପ୍ରାୟ ସବୁ ବ୍ୟବସାୟ ଠପ୍‌ ହୋଇଯାଇଥିବା ବେଳେ ହଠାତ୍‌ ସେକ୍ସ ଟଏ ବିକ୍ରି ଅତ୍ୟଧିକ ବୃଦ୍ଧି ପାଇଥିବା ଜଣାପଡ଼ିଛି। ବୋଧହୁଏ...

ବଣାଇ ବିଧାୟକଙ୍କ ପିଏସ୍‌ଓଙ୍କ ଆତ୍ମହତ୍ୟା: ସର୍ଭିସ ରିଭଲଭର୍‌ରୁ ନିଜକୁ କଲେ ଗୁଳି

ବଣାଇଁ, ୧୮।୬(ସ୍ବ.ପ୍ର.)- ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଲହୁଣିପଡ଼ା ଥାନା ଅନ୍ତର୍ଗତ କୁର୍ଡା ଗ୍ରାମରେ ଥିବା ନିଜ ବାସଭବନରେ ଗୁରୁବାର ସକାଳୁ ଛାତ ଉପରକୁ ଯାଇ...

ଏସ୍‌ସିବି ମେଡିକାଲ: ୟୁଜର୍ସ ପାଣ୍ଠିରୁ ଠକେଇ

କଟକ ଅଫିସ, ୧୯।୧୨: ଏସ୍‌ସିବି ମେଡିକାଲ ୟୁଜର୍ସ ପାଣ୍ଠିରୁ ବଡ଼ଧରଣର ଠକେଇ କରାଯାଇଛି। ମେଡିକାଲରେ ୟୁଜର୍ସ ଫି’ ଆଦାୟ ଦାୟିତ୍ୱରେ ଥିବା ଏକ ଘରୋଇ ସଂସ୍ଥା...

ଟଙ୍କିକିଆ କଏନ୍‌ରେ ମିନିଏଚର ପେଣ୍ଟିଂ

ଭୁବନେଶ୍ୱର,୫-୨(ବ୍ୟୁରୋ):ଭୁବନେଶ୍ୱରର ଗାୟତ୍ରୀ ମାଭୁରୁ ଟଙ୍କିକିଆ କଏନ୍‌ରେ ମିନିଏଚର ପେଣ୍ଟିଂ କରି ଓ୍ବାର୍ଲଡ ରେକର୍ଡସ ଇଣ୍ଡିଆ (ଡବ୍ଲ୍ୟୁଆର୍‌ଆଇ)ରେ ସ୍ଥାନ ପାଇଛନ୍ତି। କଏନ୍‌ରେ ଏକାଧିକ ନିଆରା ତଥା ଭିନ୍ନ...

ସୁପ୍ରିମକୋର୍ଟଙ୍କ ସର୍ତ୍ତ ମୂତାବକ ପାଳନ କରାଯିବ ରଥଯାତ୍ରା: ମୁଖ୍ୟ ଶାସନ ସଚିବ

ପୁରୀ ଅଫିସ, ୨୨।୬: ରଥଯାତ୍ରାକୁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ପୁରୀରେ ବସୁଛି ଘନ ଘନ ବୈଠକ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଓ ନୀଳାଦ୍ରି ଭକ୍ତ ନିବାସରେ...

ଅବଧି ଶେଷହେବାର ୨ବର୍ଷ ବିତିବ, ବିଜୁ ସେତୁ ଅଧାପନ୍ତରିଆ

ଦଶପଲ୍ଲା,୧୩ା୬(ଡି.ଏନ୍‌.ଏ): ଅଞ୍ଚଳର ବିକାଶ ସାଙ୍ଗକୁ ଲୋକଙ୍କ ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଅନେକ ସ୍ଥାନରେ...

କୃଷି ବିଲ୍‌ରେ ବିଜେଡି ଅସ୍ପଷ୍ଟ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପଦାଙ୍କ ଅନୁସରଣ କରି ବିବାଦୀୟ ୩ କୃଷି ଆଇନ ଢାଞ୍ଚାରେ ରାଜ୍ୟ ସରକାର ଓଡ଼ିଶା କୃଷିଜାତ ଦ୍ରବ୍ୟ ଓ ପ୍ରାଣୀସମ୍ପଦ ବିପଣନ(ବିକାଶ...

Advertisement
Archives

Model This Week