୫ ମୋବାଇଲ ଜବତ, ଯୁବକ ଗିରଫ

ଭୁବନେଶ୍ୱର,୫ା୮(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ସ୍ଥାନରୁ ମୋବାଇଲ ଚୋରି କରିବା ପରେ ସେଗୁଡ଼ିକୁ କମ୍‌ ଟଙ୍କାରେ ବିକ୍ରି କରୁଥିବା ବେଳେ ଶହୀଦନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଚିଣ୍ଟୁ ସାହୁ। ତାଙ୍କଠାରୁ ୫ଟି ଚୋରା ମୋବାଇଲ ଜବତ ହୋଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ଚିଣ୍ଟୁ ଆଇଡିବିଆଇ ଛକ ନିକଟରେ ଫୋନ୍‌ ସବୁକୁ କମ୍‌ ଦାମରେ ବିକ୍ରି କରିବା ଲାଗି ଛାତ୍ର ତଥା ଲୋକଙ୍କୁ ଦେଖାଉଥିବା ବେଳେ ପୋଲିସ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?