ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୫ ଗେଟ୍‌

ସମ୍ବଲପୁର ଅଫିସ,୨୪।୯: ହୀରାକୁଦ ଡ୍ୟାମ୍‌ର ୫ଟି ଗେଟ୍‌ ବନ୍ଦ ହେଲା। ବର୍ତ୍ତମାନ ସୁଦ୍ଧା ୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୯.୨୯ ଫୁଟ୍‌ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୫୮ ହଜାର ୩୭୭ କ୍ୟୁସେକ୍‌ ଜଳ ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଗ୍ରାସୀମ କମ୍ପାନୀ ଠିକା ଶ୍ରମିକଙ୍କ ଧାରଣା

ଗଞ୍ଜାମ,୧୫।୨(ଡି.ଏନ୍‌.ଏ.): ବିଭିନ୍ନ ଦାବି ନେଇ ଗଞ୍ଜାମ ସହର ନିକଟ ଗ୍ରାସୀମ କମ୍ପାନୀ ସମ୍ମୁଖରେ ଶନିବାର ଠିକା ଶ୍ରମିକ ସଙ୍ଘ ପକ୍ଷରୁ ଧାରଣା ଦିଆଯାଇଛି। ଶତାଧିକ ମହିଳା...

ସର୍ବ ଭାରତୀୟ ପ୍ରଧାନପାଟ୍‌ କପ୍‌ ଫୁଟବଲ ଟୁର୍ନାମେଣ୍ଟ: ଦେବଗଡ଼କୁ ହରାଇଲା ହୁଗୁଳି ଫୁଟବଲ ଏକାଡେମୀ

ଦେବଗଡ଼, ୧୦।୧(ଡି.ଏନ.ଏ.)-ପ୍ରଧାନପାଟ ଫୁଟବଲ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଗତ ସୋମବାର ଠାରୁ ଆରମ୍ଭ ହୋଇଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ପୁଲ...

ଆଜି ବି ୨୦୦ ଟପିଲା କରୋନା

ଭୁବନେଶ୍ୱର,୪ା୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୦,୭୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଆଜି ରାଜ୍ୟରୁ ୮୯ ପଜିଟିଭ୍‌ ଚିହ୍ନଟ, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୯୨୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଗଛରୁ ମିଳିଲା ଝୁଲନ୍ତା ମୃତଦେହ

ଲହୁଣୀପଡା,୧୪।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ-୧୪୩ ନମ୍ବର ଜାତୀୟ ରାଜପଥର ଠିଆବେର୍ଣ୍ଣା ଛକର ବାମ ପଟ ଜଙ୍ଗଲରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର...

ଉପଖଣ୍ଡ ଭଲିବଲ୍‌ ଟୁର୍ନାମେଣ୍ଟ: ସିଟି କଲେଜ ଚାମ୍ପିୟନ

ବ୍ରହ୍ମପୁର ଅଫିସ୍‌,୧୪ା୧୨-ବ୍ରହ୍ମପୁର ଉପଖଣ୍ଡ ଭଲିବଲ୍‌ ଟୁର୍ନାମେଣ୍ଟ ଶୁକ୍ରବାର ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଉଦ୍‌ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟର ଫାଇନାଲ୍‌ ମ୍ୟାଚ୍‌ ବ୍ରହ୍ମପୁର କ୍ରୀଡ଼ା ଛାତ୍ରାବାସ ଏବଂ ସିଟି କଲେଜ...

ଗୋଟିଏ ଦିନରେ ୧୧୯୭ କରୋନା ଟେଷ୍ଟ: ସବୁ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସାରା ଦେଶରେ କରୋନା ଭାଇରସ୍‌ କାୟା ମେଲାଇ ଚାଲିଛି। ରାଜ୍ୟରେ ମଧ୍ୟ ଏହାର ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବୁଧବାର ଏକ ଖୁସି ଖବର...

ସ୍କୁଲ ହଷ୍ଟେଲର ୯ ଛାତ୍ର ପଜିଟିଭ

ଉମରକୋଟ,୪ା୪: ନବରଙ୍ଗପୁର ଜିଲାରୁ ଦିନକରେ ୧୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରବିବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଉମରକୋଟ ଡୋଙ୍ଗ୍ରିଗୁଡ଼ାସ୍ଥିତ ଗୁରୁକୃପା...

Advertisement
Archives

Model This Week