ହୀରାକୁଦରେ ଖୋଲିଲା ଆଉ ୫ ଗେଟ୍‌

ଭୁବନେଶ୍ୱର,୧୬।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଏ ନେଇ ଆଉ ୫ଟି ଗେଟ୍‌ ଖୋଲାଯାଇଛି। ଏହାକୁ ମିଶାଇ ମୋଟ ୩୧ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ତେବେ ରାତି ୯ଟା ସୁଦ୍ଧା ଆଉ ୯ଟି ଗେଟ୍‌ ଖୋଲିବାର ସମ୍ଭାବନା ରହିଛି । ତେବେ ହୀରାକୁଦ ଜଳ ଭଣ୍ଡାରର ମୋଟ ୪୦ଟି ଗେଟ୍‌ ଖୋଲିବା ନେଇ ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?