Posted inଜାତୀୟ

ଶପଥ ନେଲେ ୫ ନୂଆ ବିଚାରପତି…

ନୂଆଦିଲ୍ଲୀ,୬।୨ : ସୋମବାର ସୁପ୍ରିମକୋର୍ଟରେ ପାଞ୍ଚଜଣ ନୂତନ ବିଚାରପତି ନିଯୁକ୍ତି ପାଇଛନ୍ତି। ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ନବ ନିଯୁକ୍ତ ବିଚାରପତିଙ୍କୁ ପଦ ଓ ଗୋନୀୟତାର ଶପଥ ପାଠ କରାଇଛନ୍ତି। ଫଳରେ ବର୍ତ୍ତମାନ ସର୍ବୋଚ୍ଚ ନ୍ୟାୟାଳୟର ମୋଟ ବିଚାରପତିଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି।

ସୁପ୍ରିମକୋର୍ଟରେ ବିଚାରପତିଙ୍କ ଅନୁମୋଦିତ ଶକ୍ତି ହେଉଛି ୩୪। ରାଜସ୍ଥାନ, ପାଟନା ଏବଂ ମଣିପୁରର ହାଇକୋର୍ଟର ତିନିଜଣ ମୁଖ୍ୟ ବିଚାରପତି ଜଷ୍ଟିସ ପଙ୍କଜ ମିତ୍ତଲ, ଜଷ୍ଟିସ ସଞ୍ଜୟ କାରୋଲ ଏବଂ ପିଭି ସଞ୍ଜୟ କୁମାର ଶପଥ ଗ୍ରହଣ କରିଛନ୍ତି।

ଏହା ସହିତ ପାଟନା ହାଇକୋର୍ଟର ଜଷ୍ଟିସ ଅହସାନୁଦ୍ଦିନ ଅମାନୁଲ୍ଲା ଏବଂ ଆହ୍ଲାବାଦ ହାଇକୋର୍ଟର ଜଷ୍ଟିସ ମନୋଜ ମିଶ୍ର ଶପଥ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

ନଡ୍ଡାଙ୍କ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବାହାରିଲା ସାପ, ଭାଜପା ଅଧ୍ୟକ୍ଷ କହିଲେ…

ପାଟନା,୭।୯: ଭାରତୀୟ ଜନତା ପାର୍ଟି ଅଧ୍ୟକ୍ଷ ତଥା କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଗସ୍ତରେ ବିହାରରେ ଅଛନ୍ତି। ପାଟନାରେ ଥିବା ଇନ୍ଦିରା ଗାନ୍ଧୀ...

ସଞ୍ଜୟ ରୟଙ୍କୁ ଜାମିନ ଦିଆଯିବ….ସିବିଆଇକୁ ସିଧା ଶୁଣାଇଦେଲେ କୋର୍ଟ

କୋଳକାତା,୭।୯: ‘ଆମେ ସଞ୍ଜୟ ରୟଙ୍କୁ ଜାମିନ ଦେଇ ଦେବା ଉଚିତ… କୋଲକାତାର ଆରଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାର...

ଯୋଗୀଙ୍କ କାନରେ ଏମିତି କ’ଣ କହିଲେ ଉପରାଷ୍ଟ୍ରପତି, ହସି ପକାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୭।୯: ରାଜନୀତିର ଏକ ଭାଇରାଲ ଫଟୋକୁ ନେଇ ଏବେ ଆଲୋଚନା ଯୋର ଧରିଛି। ଯାହା ସୋସିଆଲ ମିଡିଆରେ ଆଲୋଚନାର ବିଷୟ ହୋଇ ରହିଛି। ଏହି ଫଟୋ...

‘କବରରେ ଶୋଇଥିବା ଭୋଟରଙ୍କୁ…’ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ଏମିତି କହିଲେ ଶାହା

ଶ୍ରୀନଗର,୭।୯: ଜମ୍ମୁ କଶ୍ମୀରରେ ନିର୍ବାଚନ ପାଇଁ ଅଧିକ ସମୟ ବାକି ନାହିଁ। ନିର୍ବାଚନ ପୂର୍ବରୁ ପ୍ରଥମ ରାଲିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ...

ମଣିପୁରରେ ପୁଣି ବ୍ୟାପିଲା ହିଂସା, ଜିରିବାମରେ ୫ ମୃତ

ଇମ୍ଫାଲ,୭।୯: ମଣିପୁରରେ ହିଂସା ଥମିବାର ନାଁ ନେଉନାହିଁ। ଗତ କିଛିମାସ ହେବ ମଣିପୁର ହିଂସାର ନିଆଁରେ ଜଳିବାରେ ଲାଗିଛି। ଏବେ ଜିରିବାମରେ ହୋଇଥିବା ହିଂସାରେ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri