Posted inଜାତୀୟ

୫ ନୂଆ ବିଚାରପତି ଶପଥ ନେଲେ

ନୂଆଦିଲ୍ଲୀ,୭।୨: ସୁପ୍ରିମକୋର୍ଟର ୫ ଜଣ ନବନିଯୁକ୍ତ ବିଚାରପତିଙ୍କୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ସୋମବାର ଶପଥ ପାଠ କରାଇଛନ୍ତି। ସୁପ୍ରିମକୋର୍ଟ ପରିସରରେ ଜଷ୍ଟିସ ପଙ୍କଜ ମିଥାଲ, ସଞ୍ଜୟ କାରୋଲ, ପି.ଭି. ସଞ୍ଜୟ କୁମାର, ଅସାଉଦ୍ଦିନ୍‌ ଅମନୁଲ୍ଲା ଏବଂ ମନୋଜ ମିଶ୍ରା ଶପଥ ପାଠ କରିଥିଲେ। ଏମାନଙ୍କୁ ମିଶାଇ ସର୍ବୋଚ୍ଚ ଅଦାଲତର ବିଚାରପତି ସଂଖ୍ୟା ୩୨କୁ ବୃଦ୍ଧି ପାଇଛି, ଯାହା ପୂର୍ଣ୍ଣ ସାମର୍ଥ୍ୟରୁ ୨ କମ୍‌। ଉପରୋକ୍ତ ବିଚାରପତିମାନଙ୍କୁ ସୁପ୍ରିମକୋର୍ଟକୁ ପଦୋନ୍ନତି ଲାଗି କଲେଜିୟମ ଗତବର୍ଷ ଡିସେମ୍ବର ୧୩ରେ ସୁପାରିସ କରିଥିଲେ। ସୁପ୍ରିମକୋର୍ଟ ଏବଂ ଦେଶର ୨୫ଟି ହାଇକୋର୍ଟରେ ବିଚାରପତି ନିଯୁକ୍ତିକୁ ନେଇ କେନ୍ଦ୍ର ସରକାର ଓ ନ୍ୟାୟପାଳିକା ମଧ୍ୟରେ ଟଣାଓଟରା ଲାଗି ରହିଥିବାବେଳେ ଅଦାଲତଙ୍କ କଡ଼ା ଚେତାବନୀ ପରେ ୫ ବିଚାରପତିଙ୍କୁ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri