୫ ଓଏଏସ୍‌ ଅଧିକାରୀଙ୍କ ବଦଳି: ଜାଣନ୍ତୁ କିଏ କେଉଁଠାକୁ ଗଲେ

ଭୁବନେଶ୍ୱର,୧୪ା୨(ରବିନାରାୟଣ ଜେନା):ରାଜସ୍ବ ବିଭାଗ ପକ୍ଷରୁ ଶୁକ୍ରବାର ୫ଜଣ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌-କନିଷ୍ଠ) ଅଧିକାରୀଙ୍କୁ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, କେନ୍ଦ୍ରାପଡ଼ା- ମହାକାଳପଡ଼ାର ପୂର୍ବତନ ବିଡିଓ ସୌମ୍ୟାଶ୍ରୀ ପାଣିଗ୍ରାହୀଙ୍କୁ ପୁରୀ ଜିଲାପାଳ କାର୍ଯ୍ୟାଳୟକୁ ଡେପୁଟି କଲେକ୍ଟର ଭାବେ ବଦଳି କରାଯାଇଥିବାବେଳେ ଆଠଗଡ଼ର ପୂର୍ବତନ ବିଡିଓ ପ୍ରଦୀପ କୁମାର ସାହୁଙ୍କୁ ଅନୁଗୋଳ ଜିଲା ଡେପୁଟି କଲେକ୍ଟର ଭାବେ ବଦଳି କରାଯାଇଛି।
କେନ୍ଦୁଝର ଚମ୍ପୁଆର ପୂର୍ବତନ ତହସିଲଦାର ସଜତ ମାର୍କେଙ୍କୁ କୁଚିଣ୍ଡା ଉପଜିଲାପାଳ କାର୍ଯ୍ୟାଳୟର ଡେପୁଟି କଲେକ୍ଟର ଭାବେ ବଦଳି କରାଯାଇଥିବାବେଳେ ଅକ୍ଷୟ କୁମାର ପରିଡ଼ାଙ୍କୁ ନିଆଳି ବିଡିଓ ଏବଂ ଧର୍ମ ରଞ୍ଜନ ପଣ୍ଡାଙ୍କୁ ରାଜସ୍ବ ବିଭାଗକୁ ଫେରାଇ ଅଣାଯିବା ସହିତ କଟକ ତିଗିରିଆ ତହସିଲଦାର ଭାବେ ନିଯୁକ୍ତ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଜାତୀୟ ରାଜପଥ ଉପରେ ମାଳମାଳ ଗାଡ଼ି ପାର୍କିଂ, ବାଇକ୍‌ ଚାଳକଙ୍କୁ ଅଟୋ ଧକ୍କା ଦେବାରୁ…

ଦାରିଙ୍ଗବାଡ଼ି,୨୮ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିମନବାଡ଼ି ଦେଇ ଯାଇଥିବା ୫୯ ନମ୍ବର ଜାତୀୟ ରାଜପଥରେ ଏବେ ଅମାନିଆ ଅଟୋ ଚାଳକଙ୍କ ଯୋଗୁ ଦୁର୍ଘଟଣା…

ମହିଳା ସଂରକ୍ଷଣ, ସୀମା ନିର୍ଦ୍ଧାରଣ ବିଲ ଉପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ମହିଳା ସଂରକ୍ଷଣ ସମ୍ବନ୍ଧରେ ଏକ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି, ‘ଆମେ ଆମର…

ସୀମା ପାର୍‌ କରିଦେଲେ ଟିମ ଇଣ୍ଡିଆର ଫିଲ୍ଡର! ଜଣେ ବ୍ୟାଟରଙ୍କର ତିନୋଟି କ୍ୟାଚ ଛାଡ଼ିଦେଲେ…

ନୂଆଦିଲ୍ଲୀ,୨୮।୧୧: କ୍ରିକେଟରେ କଥା ଅଛି: ‘କ୍ୟାଚ ଧର, ମ୍ୟାଚ ଜିତ।’ ଭାରତୀୟ କ୍ରିକେଟ ଦଳ ନିଶ୍ଚିତ ଭାବରେ ଏ ବିଷୟରେ ଅବଗତ, ତଥାପି ନ୍ୟୁଜିଲ୍ୟାଣ୍ଡ ଗସ୍ତ ସମୟରେ…

ମଦବିକ୍ରିକୁ ବିରୋଧ କରି ଏକାଠି ହେଲେ ଗାଁ ଲୋକେ, କାର୍ଯ୍ୟାନୁଷ୍ଠାନ ଦାବିରେ…

ଡେରାବିଶ,୨୮ା୧୧ (ବେବର୍ତ୍ତା ଅଜୟ ଦାସ): ଗ୍ରାମରେ ବେଆଇନ ମଦବିକ୍ରିକୁ ବିରୋଧ କରି ଡେରାବିଶ ଥାନା ବାଲିଆ ପଞ୍ଚାୟତ ମୁଲଣାପାଟଣା ଗ୍ରାମବାସୀ ଏକାଠି ହୋଇଛନ୍ତି। ଶୁକ୍ରବାର ଗ୍ରାମର ବହୁ…

ରାତି ଅଧିଆ ବାଇକ୍‌ରେ ଚନ୍ଦନ କାଠ ଚାଲାଣ, ପୋଲିସ ଜାଲରେ ୩ ଅଭିଯୁକ୍ତ                     

ଦିଗପହଣ୍ଡି/ଚିକିଟି,୨୮|୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ) ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଚିକିଟି ଫାଣ୍ଡି ଅଧିକାରୀ ଏସ.ଆଇ ଗୌତମ ସାହୁ ସଦଳବଳେ ଚିକିଟି,କୃଷ୍ଣପୁର,ଲିଆଖାଇ, ଧାନଘର ଛକ…

ଡିଲିମିଟେସନ ବିଲ୍‌କୁ ନେଇ ବଡ଼ କଥା କହିଲେ ପ୍ରସନ୍ନ ଆଚାର୍ଯ୍ୟ: ନବୀନଙ୍କ …

ଭୁବନେଶ୍ୱର୨୮।୧୧: ଡିଲିମିଟେସନ ବିଲ୍‌କୁ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିବ କି ନାହିଁ, ତାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ଏହି ପ୍ରସଙ୍ଗରେ…

କଟକଣାକୁ ମାନୁନାହାନ୍ତି ମତ୍ସ୍ୟଜୀବୀ, ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ

କେନ୍ଦ୍ରାପଡ଼ା,୨୮ା୧୧(ଜଗନ୍ନାଥ ଧଳ): ବିରଳ ଅଲିଭ ରିଡଲେ କଇଁଛଙ୍କ ପାଇଁ ଗତ ନଭେମ୍ବର ପହିଲାରୁ ଆସନ୍ତା ୨୦୨୭ ମେ ଶେଷ ପର୍ଯ୍ୟନ୍ତ ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ କଟକଣା ମଧ୍ୟରେ…

ଘରୁ ବାହାରିଥିଲେ ସନ୍ତୋଷ, ବାରଙ୍ଗରେ ଜଳିଗଲା ଜୀବନ: ଏସିପି କହିଲେ….

ବାରଙ୍ଗ,୨୮।୧୧(ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଗୋଡ଼ିସାହି ଅଞ୍ଚଳରେ ଏକ କାର୍‌ ନିକଟରୁ ଉଦ୍ଧାର ହୋଇଥିବା ଅର୍ଦ୍ଧଦଗ୍ଧ ମୃତଦେହର ପରିଚୟ ମିଳିଛି। ମୃତକ ହେଉଛନ୍ତି କଟକ କଲ୍ୟାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?