Posted inଖେଳ

ଏନ୍‌ସିଏ କ୍ୟାମ୍ପରେ ଓଡ଼ିଶାର ୫ ଖେଳାଳି

ଭୁବନେଶ୍ୱର, ୩୦।୩ (କ୍ରୀଡ଼ା ପ୍ରତିନିଧି): ନିକଟରେ ଶେଷ ହୋଇଥିବା ବିସିସିଆଇ ଘରୋଇ ସିଜନ ୨୦୨୨-୨୩ରେ ପ୍ରଭାବୀ ପ୍ରଦର୍ଶନ ପାଇଁ ଓଡ଼ିଶାର ୧୯ ବର୍ଷରୁ କମ୍‌ ୫ ମହିଳା ଖେଳାଳି ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) କ୍ୟାମ୍ପପାଇଁ ମନୋନୀତ ହୋଇଛନ୍ତି। ସେମାନେ ହେଲେ ପ୍ରିୟଙ୍କରି ମୁଦୁଲି, ଶୁଚିସ୍ମିତା ପଣ୍ଡା, ଏସ୍‌.ବି. ଲରେନ୍ସ, ଦିବ୍ୟା ରାଉତରାୟ ଓ ତନ୍ମୟୀ ବେହେରା। ଏନ୍‌ସିଏ କ୍ୟାମ୍ପ ବିଭିନ୍ନ ସ୍ଥାନରେ ଏପ୍ରିଲ ୧୭ରୁ ମେ ୧୧ ପର୍ଯ୍ୟନ୍ତ ଚାଲିବ। ଟିମ୍‌ ‘ଏ’ କ୍ୟାମ୍ପ୍‌ରେ ପ୍ରିୟଙ୍କରି ଓ ସୁଚିସ୍ମିତା ସୁଲତାନପୁରରେ ଟ୍ରେନିଂ ନେବେ। ଟିମ୍‌ ‘ବି’ କ୍ୟାମ୍ପ ରାଞ୍ଚତ୍ରେ ଅନୁଷ୍ଠିତ ହେବ। ସେଠାରେ ଲରେନ୍ସ ସାମିଲ ହେବେ। ଟିମ୍‌ ‘ଡି’ କ୍ୟାମ୍ପ ଭାଲସାଡରେ ହେବ ଏବଂ ସେଥିରେ ଦିବ୍ୟା ଓ ତନ୍ମୟୀ ସାମିଲ ରହିବେ। ମନୋନୀତ ହୋଇଥିବା ଖେଳାଳିଙ୍କୁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଭାପତି ପ୍ରଣବ ପ୍ରକାଶ ଦାସ ଓ ସମ୍ପାଦକ ସଞ୍ଜୟ ବେହେରା ଅଭିନନ୍ଦନ ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?