Posted inଖେଳ

ଆଇପିଏଲ୍‌ ନିଲାମରେ ୫ ଓଡ଼ିଆ

ଭୁବନେଶ୍ୱର, ୨୩ା୧ (ସ୍ପୋଟର୍‌ସ ବ୍ୟୁରୋ)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ନିଲାମ ତାଲିକାରେ ଓଡ଼ିଶାର ୫ କ୍ରିକେଟର ସ୍ଥାନ ପାଇଛନ୍ତି। ସେମାନେ ହେଲେ ଶୁଭ୍ରାଂଶୁ ସେନାପତି, ଅଭିଷେକ ରାଉତ, ବିକାଶ ରାଉତ, ଜୟନ୍ତ ବେହେରା ଓ ରାଜେଶ ମହାନ୍ତି। ଏହି ଖେଳାଳିମାନେ ସୟଦ ମୁସ୍ତାକ ଅଲି ଓ ବିଜୟ ହଜାରେ ଟ୍ରଫି ୨୦୨୨ରେ ଭାଗ ନେଇଥିଲେ। ଓସିଏ ପକ୍ଷରୁ ସେମାନଙ୍କ ନାମ ସୁପାରିସ କରାଯାଇଥିଲା। ଯାଞ୍ଚ ପରେ ଆଇପିଏଲ ନିଲାମ ତାଲିକାରେ ସ୍ଥାନ ପାଇଥିବାରୁ ଓସିଏ ସଭାପତି ପଙ୍କଜଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ଖେଳାଳିଙ୍କ ଶୁଭକାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହରଭଜନଙ୍କୁ କରୋନା, ଖେଳିପାରିବେନି…

ନୂଆଦିଲ୍ଲୀ,୨୧।୧: ଭାରତର ପୂର୍ବତନ ଅଫ୍‌ ସ୍ପିନର ହରଭଜନ ସିଂହ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିନେଇ ସେ ଘରେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଏନେଇ ୪୧ ବର୍ଷୀୟ...

ଶୁଟିଂ ବିଶ୍ୱକପ: ରାହିଙ୍କୁ ସ୍ବର୍ଣ୍ଣ

ଓସିଜେକ୍‌, ୨୯ା୬ (ପି.ଟି.)-ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପରେ ବର୍ତ୍ତମାନ ଭଲ ଫର୍ମରେ ଥିବା ରାହି ସାର୍ନୋବତ୍‌ ମହିଳା ୨୫ ମିଟର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ...

ୟୁଏସ୍‌ ଓପନ୍‌: ସିଡେଡ୍‌ ଖେଳାଳିଙ୍କ ଅଗ୍ରଗତି

ନ୍ୟୁୟର୍କ, ୨୮।୮(ଏଏଫ୍‌ପି)- ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ର ପୁରୁଷ ଓ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ସିଡେଡ ଖେଳାଳିମାନେ ଅଭିଯାନ ଆରମ୍ଭ...

ଆଫଗାନିସ୍ତାନ ବିପକ୍ଷରୁ ଅଷ୍ଟ୍ରେଲିଆ ଅଭିଯାନ

ଲଣ୍ଡନ,୧।୬(ଏଏଫ୍‌ପି)- ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଶନିବାର ବ୍ରିଷ୍ଟଲସ୍ଥିତ କାଉଣ୍ଟି ଗ୍ରାଉଣ୍ଡରେ ଆଫଗାନିସ୍ତାନ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ। ଷ୍ଟିଭ୍‌ ସ୍ମିଥ୍‌ ଓ ଡେଭିଡ ଓ୍ବାର୍ନର ପୁଣି...

ଘର ବିକିଲେ ରୋହିତ ଶର୍ମା: ଦାମ୍‌ ଜାଣିଲେ..

ଭାରତୀୟ ଦଳର ତାରକା ଓପନର୍‌ ରୋହିତ ଶର୍ମା କ୍ରିକେଟ ପଡ଼ିଆରେ ଅନେକ ରେକର୍ଡ ହାସଲ କରିଛନ୍ତି। ବିଶ୍ୱ କ୍ରିକେଟରେ ‘ହିଟମ୍ୟାନ’ ଭାବରେ ଜଣାଶୁଣା ରୋହିତ ନିଜ...

‘ଖେଳାଳିଙ୍କ ଜୀବନ ପ୍ରତି ବିପଦ ଥିଲା’

ଅକ୍‌ଲାଣ୍ଡ,୧୯।୯: ପାକିସ୍ତାନ ଗସ୍ତରୁ ନ୍ୟୁଜିଲାଣ୍ଡ କ୍ରିକେଟ ଦଳର ଓହରିବା ନିଷ୍ପତ୍ତିକୁ ସମର୍ଥନ କରିଛି ନ୍ୟୁଜିଲାଣ୍ଡ କ୍ରିକେଟ ଖେଳାଳିଙ୍କ ଆସୋସିଏଶନ୍‌ (ଏନ୍‌ଜେଡ୍‌ସିପିଏ)। ଦଳର ପ୍ରସ୍ଥାନ ପୂର୍ବରୁ କିଛି...

ଭାରତୀୟ ଦଳର ୯ ଖେଳାଳି ଆହତ:ସେହ୍ବାଗ କହିଲେ, ମୁଁ ଅଷ୍ଟ୍ରେଲିଆ ଯିବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୩।୧: ବ୍ରିସବେନ ଟେଷ୍ଟ ପୂର୍ବରୁ ଭାରତୀୟ ଦଳକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗିଛି। ଭାରତୀୟ କ୍ରିକେଟ ଦଳ ବର୍ଡର-ଗାଭାସ୍କର ଟ୍ରଫିର ଶେଷ ତଥା ଅନ୍ତିମ...

ଜାଡେଜାଙ୍କୁ ଅଧିନାୟକ କରିବା ଧୋନୀଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ଭାର ରବୀନ୍ଦ୍ର ଜାଡେଜାଙ୍କୁ ହସ୍ତାନ୍ତର କରିଛନ୍ତି ମହେନ୍ଦ୍ର ସିଂ ଧୋନୀ। ଏ ନେଇ ଚେନ୍ନାଇ ଫ୍ରାଞ୍ଚାଇଜ ପକ୍ଷରୁ...

Advertisement
Archives

Model This Week