ଭାରତରେ ଏକ୍ସବିବି.୧.୫ ଭାରିଆଣ୍ଟର ୫ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୩।୧ : ଭାରତୀୟ ସାର୍ସ-କୋଭ୍‌-୨ ଜେନୋମିକ୍ସ କନ୍ସୋର୍ଟିୟମ (ଇନସାକୋଗ) ମଙ୍ଗଳବାର କରୋନା ଭାଇରସ ମହାମାରୀର ଭୟାବହତା ମଧ୍ୟରେ ଏକ ବୁଲେଟିନ ଜାରି କରି କହିଛି ଯେ ଭାରତରେ କୋଭିଡ-୧୯ ର ଓମିକ୍ରନ ଭାରିଆଣ୍ଟର ଏବଂ ଏହାର ସବ-ଭାରିଆଣ୍ଟର ପ୍ରଭାବ ଦୃଷ୍ଟି ଗୋଚର ହେବାରେ ଲାଗିଛି। ଏହା ଏକ୍ସବିବିର ଏକ ସବ-ଭାରିଆଣ୍ଟ। ବୁଲେଟିନ ଅନୁଯାୟୀ, କରୋନାର ବିଏ.୨.୭୫ ଏବଂ ବିଏ.୨.୧୦ ଭାରିଆଣ୍ଟ ମଧ୍ୟ ଭାରତରେ ଚିହ୍ନଟ ହୋଇଛି। କିନ୍ତୁ ଏହାର ପ୍ରଭାବ ବହୁତ କମ। ଇନସାକୋଗ ଏହା ମଧ୍ୟ କହିଛି ଯେ ଆମେରିକାରେ କରୋନା ମାମଲା ବୃଦ୍ଧି ପାଇଁ ଦାୟୀ କୋଭିଡ-୧୯ ର ଏକ୍ସବିବି.୧.୫ ଭାରିଆଣ୍ଟର ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେଥିମଧ୍ୟରୁ ତିନୋଟି ଗୁଜରାଟରେ ଏବଂ ଗୋଟିଏ ଲେଖାଏଁ କର୍ନାଟକ ଓ ରାଜସ୍ଥାନରେ ମିଳିଛି। ଏକ୍ସବିବି.୧.୫ ଭାରିଆଣ୍ଟ ହେଉଛି ଓମିକ୍ରନ ଏକ୍ସବିବି ଭାରିଆଣ୍ଟରର ଏକ ସବ୍‌-ଭାରିଆଣ୍ଟ। ଯାହା ଓମିକ୍ରନ ବିଏ.୨.୧୦.୧ ଏବଂ ବିଏ.୨.୭୫ ସବ-ଭାରିଆଣ୍ଟର ଏକ ପୁନର୍ବିନ୍ୟାସ।

ଇନସାକୋଗ ଅନୁଯାୟୀ, ବିଏ.୨.୭୫ର ଏକ ସବ୍‌-ଭାରିଆଣ୍ଟ ବିଶେଷ କରି ଉତ୍ତର-ପୂର୍ବ ଭାରତରେ ସକ୍ରିୟ ରହିଛି। ତଥାପି, ଏହାର ଗମ୍ଭୀରତା ବୃଦ୍ଧି ପାଇନାହିିଁ କିମ୍ବା ଏନେଇ କେହି ହସ୍ପିଟାଲରେ ଭର୍ତି ହୋଇନାହାନ୍ତି। ବୁଲେଟିନରେ ଦର୍ଶାଯାଇଛି ଯେ ଓମିକ୍ରନ ଏବଂ ଏହାର ସବ-ଭାରିଆଣ୍ଟଗୁଡ଼ିକ ଭାରତରେ ପ୍ରଭାବଶାଳୀ ଭାବରେ ସକ୍ରିୟ ଅଛନ୍ତି। ଏକ୍ସବିବି ହେଉଛି ଭାରତରେ ବ୍ୟାପିଥିବା ସବୁଠାରୁ ସକ୍ରିୟ ସବ-ଭାରିଆଣ୍ଟ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri