ଓ୍ବେଲିଂଟନ,୧୦ା୯: ନ୍ୟୁଜିଲାଣ୍ଡର ଏକ ଚାର୍ଟର ବୋଟ୍ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବୋଟ୍ଟି କାଇକୌରାର ସାଉଥ୍ ଆଇଲାଣ୍ଡ ସହର ନିକଟରେ ଏକ ତିମି ସହ ଧକ୍କା ଦେଇ ଓଲଟି ପଡ଼ିବାରୁ ୫ ଜଣଙ୍କ ମୃତ୍ୟୁ ଘଟିଛି। ବୋଟ୍ରେ ଥିବା ଅନ୍ୟ ୬ ଜଣଙ୍କୁ ଉଦ୍ଧାର କରାଯାଇଛି। ଏନେଇ ଅଧିକ ତଦନ୍ତ କରାଯାଉଛି।
ଓ୍ବେଲିଂଟନ,୧୦ା୯: ନ୍ୟୁଜିଲାଣ୍ଡର ଏକ ଚାର୍ଟର ବୋଟ୍ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବୋଟ୍ଟି କାଇକୌରାର ସାଉଥ୍ ଆଇଲାଣ୍ଡ ସହର ନିକଟରେ ଏକ ତିମି ସହ ଧକ୍କା ଦେଇ ଓଲଟି ପଡ଼ିବାରୁ ୫ ଜଣଙ୍କ ମୃତ୍ୟୁ ଘଟିଛି। ବୋଟ୍ରେ ଥିବା ଅନ୍ୟ ୬ ଜଣଙ୍କୁ ଉଦ୍ଧାର କରାଯାଇଛି। ଏନେଇ ଅଧିକ ତଦନ୍ତ କରାଯାଉଛି।
ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…
ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…
ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…
ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…
ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ରେ ଆଉ ଥରେ…
ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ତାରକା ବ୍ୟାଟର୍ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…
ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…
ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…