୫ ପୋଲିସ ବାବୁ ସସ୍‌ପେଣ୍ଡ୍‌

ବାଲେଶ୍ୱର,୭ା୬: ବାଲେଶ୍ୱରରେ ୫ ଜଣ ପୋଲିସ ବାବୁଙ୍କୁ ସସ୍‌ପେଣ୍ଡ୍‌ କରାଯାଇଛି। ଜଣେ ହାବିଲଦାରଙ୍କ ସହିତ ୪ କନଷ୍ଟେବଳ ସସ୍‌ପେଣ୍ଡ୍‌ ହୋଇଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ ବାଲେଶ୍ୱର ଏସ୍‌ପି ଏମାନଙ୍କୁ ସସ୍‌ପେଣ୍ଡ୍‌ କରିଛନ୍ତି। କାର୍ଯ୍ୟ ସମ୍ପାଦନରେ ଅବହେଳା ଅଭିଯୋଗ ଆସିବା ପରେ ଏସ୍‌ପି ଏହି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପମିଶ୍ରିତ ନିଶା ଦ୍ରବ୍ୟ ବିରୋଧରେ …

ଥୁଆମୂଳ ରାମପୁର,୨୩ା୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ସଭା ଗୃହଠାରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ ନିଶାଦ୍ରବ୍ୟ ତଥା...

ଜୁନ ୨୫ରେ ବିଜେଡି ଛାତ୍ର ସଂଗଠନର ରାଜ୍ୟବ୍ୟାପୀ ପ୍ରତିବାଦ, ମହିଳା…

ଭୁବନେଶ୍ୱର,୨୩।୬: ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି)ର ଛାତ୍ର ସଂଗଠନ ଆସନ୍ତା ଜୁନ ୨୫ ତାରିଖରେ ରାଜ୍ୟବ୍ୟାପୀ...

ଇରାନକୁ ନିରାଶ କଲା ରୁଷିଆ, ଖାମେନେଇ ଆମେରିକା ବିରୁଦ୍ଧରେ ଅଧିକ ସମର୍ଥନ ପାଇଁ ପୁଟିନଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୨୩।୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକାର ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଅଧିକ ସମର୍ଥନ ପାଇଁ...

ମାଡ଼ି ଆସୁଛି କି ଭୟଙ୍କର ବିପଦ! ଭାଙ୍ଗିଲା ମହିମା ଗାଦିର ଦଧିନଉତି,ରାତି ଅଧରେ ଶୁଭିଲା…

ଢେଙ୍କାନାଳ,୨୩।୬(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା...

ଦାରିଙ୍ଗବାଡି ଅଞ୍ଚଳରେ ପ୍ରବଳ ବର୍ଷା, ଫୁଲିଲାଣି ଗୁମାଡ଼ି , ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡି,୨୩।୬(ଅରୁଣ ସାହୁ):  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ସୋମବାର ଭୋର ସମୟରୁ ପ୍ରବଳ ବର୍ଷା ଜାରିରହିଛି। ଫଳରେ ଅଞ୍ଚଳରେ ବୋହିଯାଉଥିବା ଏକାଧିକ ନଦୀରେ ଜଳସ୍ତର...

ଯୁବପିଢ଼ିଙ୍କୁ ପଛରେ ପକାଇଦେବେ ୮୦ ବର୍ଷୀୟା ବୃଦ୍ଧା, ଶାଢ଼ି ପିନ୍ଧି ଚଲାଇଲେ ଟ୍ରାକ୍ଟର, ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ପୁଣିଥରେ ଏକ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ୮୦ ବର୍ଷୀୟା ବୃଦ୍ଧା ତାଙ୍କ ବୟସକୁ ପଛରେ ପକାଇବା ସହ ଆଜିର...

ଅପରେଶନ ପରେ କେମିତି ଅଛନ୍ତି ନବୀନ: ବଡ଼ ଭାଇ ପ୍ରେମ ପଟ୍ଟନାୟକ କହିଲେ…

ଭୁବନେଶ୍ୱର,୨୩।୬: ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ, କହିଲେ ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ। ଅପରେଶନ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ପ୍ରତିକ୍ରିୟା ରଖିଛନ୍ତି ପ୍ରେମ୍‌।...

ଯୁଦ୍ଧ ମଧ୍ୟରେ ତେଲ ଉପରେ ନିର୍ଭରଶୀଳତା ହ୍ରାସ କରିବା ପାଇଁ ବଡ଼ ନିଷ୍ପତି ନେଲା ମଧ୍ୟପ୍ରାଚ୍ୟର ଏହି ଦେଶ…

ନୂଆଦିଲ୍ଲୀ,୨୩ା୬: ଓମାନ ଉପସାଗରୀୟ ରାଷ୍ଟ୍ରମାନଙ୍କ ମଧ୍ୟରେ ପ୍ରଥମ ଦେଶ ଭାବେ ଆୟକର ଲାଗୁ କରିବାକୁ ଯାଉଛି, ଯାହା ତେଲ ଉପରେ ନିର୍ଭରଶୀଳତା ହ୍ରାସ କରି ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri