Posted inରାଜ୍ୟ

ଆଜି ରାଜ୍ୟରୁ ମାତ୍ର ୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪ା୪(ବ୍ୟୁରୋ): ସୋମବାର ରାଜ୍ୟରୁ ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୭୪୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨ ଜଣ ଶିଶୁ ବି ଅଛନ୍ତି।

ଆଜି ଯାଜପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର, ବଲାଙ୍ଗୀର ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୭୪୨ରେ ପହଞ୍ଚିଥିବା ବେଳେ ୧୨,୭୮,୨୭୦ ଜଣ ସୁସ୍ଥ ହୋଇଛନ୍ତି। ୨୯୮ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ’, ଭାରତକୁ ନେଇ ରୁଷିଆର ବଡ଼ ବୟାନ, ପାକିସ୍ତାନ ଶୁଣିଲେ…

ନୂଆଦିଲ୍ଲୀ,୧୦।୨: “ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ” ଶୋଲେର ଜୟ ଏବଂ ବୀରୁଙ୍କ ବନ୍ଧୁତା ଉପରେ ଆଧାରିତ ଏହି ଗୀତଟି ରୁଷିଆ ଏବଂ ଭାରତ ପାଇଁ ଉପଯୁକ୍ତ।…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

ଘରର ଛାତ ଉପରେ ରଖନ୍ତୁନି ଏପରି ଜିନିଷ: ହୋଇପାରେ ବଡ଼ କ୍ଷତି

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଛାତ ଉପରେ କିଛି ଜିନିଷ ରଖିବା ବର୍ଜିତ। କାହିଁକି ନା ଏହାଦ୍ୱାରା ବାସ୍ତୁଦୋଷ ଲାଗିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଅନାବଶ୍ୟକ ସାମଗ୍ରୀ ରଖିବା ଦ୍ୱାରା…

ନୂତନ ଏନ୍‌ଏସି ପାଇଁ ୧୩ ୱାର୍ଡ ପରିକଳ୍ପନା: ଅନୁପସ୍ଥିତ ରହିଲେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

ଲୋଇସିଂହା,୧୦।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ରବିବାର ନବଗଠିତ ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧରଣ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ…

ଝୁଲିପଡିଲେ ସ୍ବାମୀ-ସ୍ତ୍ରୀ, ଅଷ୍ଟପ୍ରହରୀ ପୂଜା ସାରି ଶୋଇଥିଲେ, ହେଲେ…

ଧର୍ମଶାଳା,୧୦।୨(ଶିବପ୍ରସାଦ ମହାନ୍ତି): ଚାଲିଗଲା ଗୋଟିଏ ପରିବାରର ଦୁଇଟି ଜୀବନ । ଝୁଲନ୍ତା ଅବସ୍ଥାରେ ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି…

ବିଜୁ ଏକ୍ସପ୍ରେସ୍‌ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍‌ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା…

VIDEO: ବ୍ୟସ୍ତବହୁଳ ରାସ୍ତାରେ କ୍ରାଶ ଲ୍ୟାଣିଂ କଲା ବିମାନ, ଅନେକ କାର ସହିତ ଧକ୍କା…

ନୂଆଦିଲ୍ଲୀ, ୧୦।୨: ଆମେରିକାର ଜର୍ଜିଆରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ଜର୍ଜିଆର ଗେନ୍ସଭିଲରେ ରାସ୍ତା ମଝିରେ ଏକ ବିମାନ ଜରୁରୀକାଳୀନ ଅବତରଣ କରିଥିଲା। ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri