୫ ଆର୍‌ପିଏଫ୍‌ ଅଧିକାରୀଙ୍କୁ ପ୍ରଶଂସା

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍‌-୧୯ ଲକଡାଉନ୍‌ ବେଳେ ଉତ୍କର୍ଷ ପ୍ରଦର୍ଶନ ପାଇଁ ପୂର୍ବତଟ ରେଳପଥର ୫ ଆରପିଏଫ୍‌ ଅଧିକାରୀ ରେଳବାଇ ସୁରକ୍ଷାବଳ ମହାନିର୍ଦ୍ଦେଶକଙ୍କଠାରୁ ପ୍ରଶଂସା ପତ୍ର ଗ୍ରହଣ କରିଛନ୍ତି। ସେମାନେ ହେଲେ ପୁରୀ ଆରପିଏଫ୍‌ ପୋଷ୍ଟ ଇନ୍ସିପେକ୍ଟର ଅନୀଲ କୁମାର ସିଂ, କଟକ ଆରପିଏଫ୍‌ ପୋଷ୍ଟ ଇନ୍ସିପେକ୍ଟର ପ୍ରବୀଣ କୁମାର, ଜଗଦଲପୁର ଆରପିଏଫ୍‌ ପୋଷ୍ଟ ଇନି୍ସପେକ୍ଟର ଏଚ୍‌ଡି ଶର୍ମା, କଟକ ଆରପିଏଫ୍‌ ପୋଷ୍ଟ ସବ୍‌-ଇନ୍ସିପେକ୍ଟର ସବିତା ରଥ ଏବଂ ନୌପଡା ଆରପିଏଫ୍‌ ପୋଷ୍ଟ କନଷ୍ଟେବଳ ଏ.କେ ସାହୁଙ୍କୁ ପ୍ରଶଂସା ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଲକଡାଉନ୍‌ରେ ପୂର୍ବତଟ ରେଳପଥର ବିଭିନ୍ନ ସ୍ଥାନରେ ରଖାଯାଉଥିବା ରୋଲିଙ୍ଗଷ୍ଟକ୍‌ ଯଥା ଟ୍ରେନ ରେକ୍‌ଗୁଡିକର ସୁରକ୍ଷା, ଗରିବ ଏବଂ ଅସହାୟଙ୍କୁ ମାଗଣା ଖାଦ୍ୟ ଯୋଗାଇବା, ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ଗୁଡିକରେ ଖାଦ୍ୟ ପରିବେଷଣ ଓ ତଦାରଖ କରିବା, ଯାତ୍ରୀ ଭିଡ଼ ପରିଚାଳନା କାର୍ଯ୍ୟ ସମେତ ଏହି ଅଧିକାରୀମାନେ ଅନେକ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri