ପୁଣି ଭାଙ୍ଗିଲା ୫-ଟି ସ୍କୁଲ ପାଚେରି

ନରସିଂହପୁର,୨୫ା୫(ସ୍ବ.ପ୍ର.): ନରସିଂହପୁର ସଦର ମହକୁମାରେ ଥିବା ସର୍ବପୁରାତନ ଅନନ୍ତ ନାରାୟଣ ଉଚ୍ଚ ବିଦ୍ୟାଳୟ ୫-ଟି ରୂପାନ୍ତରିତ କରାଯାଇଛି। ସାମାନ୍ୟ ବର୍ଷାରେ ସ୍କୁଲର ସମ୍ମୁଖ ଭାଗ ୩୦ ମିଟର ଲମ୍ବା ପାଚେରି ବୁଧବାର ଭୁଶୁଡ଼ି ପଡ଼ିଛି। ଦୀର୍ଘବର୍ଷର ପୁରୁଣା ପାଚେରିରେ ଠିକାଦାର ରଙ୍ଗ ବୋଳି ଥିବାରୁ ଏଭଳି ଅଭାବନୀୟ ଘଟଣା ଘଟିଛି। ୨ ବର୍ଷ ମଧ୍ୟରେ ଏହି ସ୍କୁଲ ୫-ଟି ରୂପାନ୍ତରିତ ହୋଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟନ ହେବାର କିଛି ମାସ ପରେ ପ୍ରଥମେ ଅଳ୍ପ ପାଚେରି ଭୁଶୁଡ଼ି ପଡ଼ିଥିଲା। ବର୍ଷାଦିନେ ଛାତରୁ ପାଣି ଗଳି କମ୍ପ୍ୟୁଟର ସମେତ ବହୁ ଜିନିଷ, ନଥିପତ୍ର ନଷ୍ଟ ହେବା ସହ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢ଼ିବା ଘଟଣା ଦେଖିବାକୁ ମିଳିଥିଲା। ବିଦ୍ୟାଳୟଟିର କାମ ନିମ୍ନମାନର କରାଯାଇଥିବା ଚର୍ଚ୍ଚା ସାଧାରଣରୁ ଲିଭି ନ ଥିବା ବେଳେ ଏବେ ରଙ୍ଗ ବୋଳା ପୁରୁଣା ପାଚେରି ଭୁଶୁଡ଼ି ପଡ଼ିବା ଚର୍ଚ୍ଚାର ବିଷୟ ପାଲଟିଛି। ପାଚେରି ଭୁଶୁଡ଼ିବା ସମ୍ପର୍କରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ଥାନୀୟ ବିଡିଓ ନୀଳମାଧବ ସୁନା ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri