ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ, ଡିସେମ୍ବର ସୁଦ୍ଧା ଶେଷ ହେବ ଶ୍ରୀସେତୁ, ଜଗନ୍ନାଥବଲ୍ଲଭ ପାର୍କିଂ ସେଣ୍ଟର କାର୍ଯ୍ୟ

ଭୁବନେଶ୍ୱର,୬ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ସଚିବ ଭି.କେ ପାଣ୍ଡିଆନ ଶୁକ୍ରବାର ପୁରୀ ଗସ୍ତରେ ଯାଇଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସଚିବ ଅଧିକାରୀ ଏବଂ ଏଜେନ୍ସିମାନଙ୍କୁ ଚଳିତବର୍ଷ ଡିସେମ୍ବର ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀ ସେତୁ ଏବଂ ଜଗନ୍ନାଥବଲ୍ଲଭ ପାର୍କିଂ ସେଣ୍ଟର କାର୍ଯ୍ୟର ଅଗ୍ରଗତି ଏବଂ ଭକ୍ତମାନଙ୍କ ପାଇଁ ମୌଳିକ ସୁବିଧା ଯୋଗାଇ ଦିଆଯିବା ନେଇ ସମୀକ୍ଷା କରିଥିଲେ।

ଶ୍ରୀ ସେତୁ କାର୍ଯ୍ୟ ନିର୍ମାଣ କରୁଥିବା ଏଜେନ୍ସି ଏବଂ ଜେବିପିସିକୁ ଏହି ପ୍ରକଳ୍ପକୁ ଠିକ୍‌ ସମୟରେ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଫଳରେ ପୁରୀକୁ ଆସୁଥିବା ଭକ୍ତମାନେ ନୂଆବର୍ଷରୁ ଭଲ ଅନୁଭବ କରିବେ ବୋଲି ସଚିବ କହିଛନ୍ତି।

୫-ଟି ସଚିବଙ୍କ ଏହି ପରିଦର୍ଶନ ସମୟରେ ସେକ୍ରେଟାରୀ ଓ୍ବାର୍କର୍ସ ଡିପାର୍ଟମେଣ୍ଟର ଅଧ୍ୟକ୍ଷ, ପୁରୀ ଜିଲାପାଳ, ଏସ୍‌ପି, ଏମ୍‌ଡି ଓବିସିସିଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri