Posted inଖେଳ

ଏନ୍‌ସିଏ କ୍ୟାମ୍ପ ପାଇଁ ଓଡ଼ିଶାରୁ ୫ ମନୋନୀତ

ଭୁବନେଶ୍ୱର, ୧୫ା୩(କ୍ରୀଡ଼ା ପ୍ରତିନିଧି): ନିକଟରେ ଶେଷ ହୋଇଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଘରୋଇ ସିଜନରେ ପ୍ରଭାବୀ ପ୍ରଦର୍ଶନ କରି ଓଡ଼ିଶାର ୫ ଖେଳାଳି ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) କ୍ୟାମ୍ପକୁ ମନୋନୀତ ହୋଇଛନ୍ତି। ଏପ୍ରିଲ ୧୭ରୁ ମେ’ ୧୧ ପର୍ଯ୍ୟନ୍ତ ୧୬ ବର୍ଷରୁ କମ୍‌ ଏନ୍‌ସିଏ କ୍ୟାମ୍ପ ଅନୁଷ୍ଠିତ ହେବ। ସୁରଟରେ ହେବାକୁଥିବା ଟିମ୍‌-ସି କ୍ୟାମ୍ପ ପାଇଁ ରତିରଞ୍ଜନ ବାରିକ ଓ ପ୍ରିୟାଂଶୁ ମହାନ୍ତି ଏବଂ ଅନନ୍ତପୁରରେ ଟିମ୍‌-ଇ କ୍ୟାମ୍ପ ଲାଗି ସୟଦ ତୈଫେଲ ଅହମଦ ମନୋନୀତ ହୋଇଛନ୍ତି। ୧୯ ବର୍ଷରୁ କମ୍‌ ଏନ୍‌ସିଏ କ୍ୟାମ୍ପ ଏପ୍ରିଲ ୨୪ରୁ ମେ’ ୧୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ନାଦିଆଦରେ ହେବାକୁଥିବା ଟିମ୍‌-ବି କ୍ୟାମ୍ପ ଲାଗି ଶ୍ରେୟାଂଶ ଭରଦ୍ୱାଜ ଏବଂ କାନପୁରରେ ଟିମ୍‌-ଇ କ୍ୟାମ୍ପ ପାଇଁ ଆଶୀର୍ବାଦ ସ୍ବାଇଁ ଚୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?