Posted inରାଜ୍ୟ

ଭୋଜି ପରେ ୫ ଗୁରୁତର

ଭଦ୍ରକ ଅଫିସ, ୧୮।୨ – ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କଲେଇ ପଞ୍ଚାୟତ ଚୁନିଦା ଗ୍ରାମରେ ଭୋଜି ଖାଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୫ ଗୁରୁତରଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବୁଧବାର ଏହି ଗ୍ରାମରେ ଆୟୋଜିତ ଏକ ବିବାହ ଭୋଜି ଖାଇଥିଲେ ଗ୍ରାମବାସୀ। ଗୁରୁବାର ହଠାତ୍‌ ସେମାନଙ୍କ ମଧ୍ୟରୁ କେତେଜଣଙ୍କର ପେଟ କାଟିବା ସହ ଝାଡ଼ାବାନ୍ତି ହୋଇଥିଲା। ଏଭଳି ଭାବେ ୨୦ରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଥିଲେ। ଏ ସମ୍ପର୍କରେ ଖବର ପାଇ ଏକ ଡାକ୍ତରୀ ଟିମ୍‌ ଉକ୍ତ ଗାଁରେ ପହଞ୍ଚି ଅସୁସ୍ଥ ଲୋକଙ୍କୁ ଚିକିତ୍ସା କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ଗାଥାର ହେବ ଗନ୍ତାଘର

ଅନୁଗୋଳ ଅଫିସ, ୩୦।୭ ‘ବ୍ଲାକ ଡାଇମଣ୍ଡ’ରେ ଗୁଞ୍ଜରିତ ହେବ ବାପୁଙ୍କ ବାର୍ତ୍ତା। ଜାତିର ପିତାଙ୍କ ଜୀବନୀ, ନୀତି, ଆଦର୍ଶ ସମ୍ପର୍କରେ ଏଠାରୁ ଅଧିକ ଜାଣିବେ ଜଗତବାସୀ।...

ଦ୍ୱାରଫିଟା ପରେ ଶ୍ରୀମନ୍ଦିରକୁ ବେଶ ବିଜେ

ପୁରୀ ଅଫିସ, ୧୨।୧୧ :ଆସନ୍ତା ୨୭ ତାରିଖରେ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ଦୀର୍ଘ ୨୫ ବର୍ଷ ପରେ ଏହି ବେଶ ପଡୁଛି। ତେବେ ଏଥର...

ଫେରିଲା ନାଇଟ୍‌ କର୍ଫ୍ୟୁ, ଏସବୁରେ କଟକଣା ଲଗାଇଲେ ରାଜ୍ୟ ସରକାର; ଜାଣନ୍ତୁ…

ଭୁବନେଶ୍ୱର,୫।୧(ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଏଭଳି ସ୍ଥିତିରେ ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ...

‘କଳିଙ୍ଗ ଯୁଦ୍ଧର ଐତିହାସିକ ପ୍ରମାଣ ନାହିଁ’

ଭୁବନେଶ୍ୱର,୭।୧୨(ବ୍ୟୁରୋ): କଳିଙ୍ଗ ଯୁଦ୍ଧର ଐତିହାସିକ ପ୍ରମାଣ ନାହିଁ। ପ୍ରଚଳିତ ତଥ୍ୟ ଓ ଉପଲବ୍ଧ ଅଧ୍ୟୟନରୁ କଳିଙ୍ଗ ଯୁଦ୍ଧ ହୋଇଥିବାର କୌଣସି ପ୍ରମାଣ ମିଳିନାହିଁ। ଦୟାନଦୀ କୂଳରେ...

କରୋନାର ଆୟୁର୍ବେଦୀୟ ଚିକିତ୍ସା

କରୋନା ଅର୍ଥ ବଳୟ। ଗ୍ରହଣ ବେଳେ ଚନ୍ଦ୍ର ଓ ସୂର୍ଯ୍ୟଙ୍କୁ ବଳୟ ଘେରି ରହିଥାଏ। ସେହି ଆକାର ଭୂତାଣୁ ପ୍ରାଣୀଙ୍କଠାରେ ଦେଖାଦେଇଥାଏ। ଏପରି ଭୂତାଣୁ ପ୍ରାଣୀ...

ଗୋଟିଏ କୋଠରିରେ ୨ ଶ୍ରେଣୀ

ବଇଣ୍ଡା,୨୮।୫(ଡି.ଏନ.ଏ.) ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ ପାଇଁ ଉପଯୁକ୍ତ ଭିତ୍ତିଭୂମି ନାହିଁ। ଏହି କାରଣରୁ ଗୋଟିଏ କୋଠରିରେ ୨ଟି ଶ୍ରେଣୀର ପିଲାଙ୍କୁ ବସିବାକୁ ପଡ଼ୁଛି। ଏଥିସହ ଶିକ୍ଷକ ଅଭାବ...

ସମ୍ବିତଙ୍କ ପରେ ପ୍ରୀତିନନ୍ଦାଙ୍କ ପ୍ରତିକ୍ରିୟା: କହିଲେ ‘ଭାଜପାରେ ଯୋଗ ଦେବା ଭଳି ଛାଡ଼ିବା ମଧ୍ୟ ବାପାଙ୍କ ନିଷ୍ପତ୍ତି’

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବୁଧବାର ବରିଷ୍ଠ ଭାଜପା ନେତା ଦାମୋଦର ରାଉତ ଦଳରୁ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତି ସରଗରମ। ଏହାକୁ ନେଇ ପୁଅ ତଥା ପାରାଦୀପ...

ଭାଜପାକୁ ଦୋଷ ଦେଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୧୧/୨(ବ୍ୟୁରୋ):କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲଙ୍କୁ ଓଡ଼ିଆ ଏମ୍‌ପିମାନେ ଭେଟିବା ପରେ ପୁରୀ ଶ୍ରୀମନ୍ଦିର ପାଇଁ ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣ (ଏନ୍‌ଏମ୍‌ଏ)ର ପ୍ରସ୍ତାବିତ...

Advertisement
Archives

Model This Week